Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାହାମା ଡାଇନମିକ୍ ଇଂଲିଶ୍ ମିଡିୟମ୍ ବିଦ୍ୟାଳୟକୁ ମିଳିଲା ସରକାରୀ ସ୍ୱୀକୃତି
ଆଜିର ଖବର

ରାହାମା ଡାଇନମିକ୍ ଇଂଲିଶ୍ ମିଡିୟମ୍ ବିଦ୍ୟାଳୟକୁ ମିଳିଲା ସରକାରୀ ସ୍ୱୀକୃତି

February 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: କୁଜଙ୍ଗ ବ୍ଲକ ଅନ୍ତର୍ଗତ ରାହାମା ସ୍ଥିତ ଡାଇନମିକ୍ ଇଂଲିଶ୍ ମିଡିୟମ୍ ବିଦ୍ୟାଳୟକୁ ଓଡିଶା ସରକାର ସ୍ୱୀକୃତି ପ୍ରଦାନ କରିଛନ୍ତି। ଏଥିପାଇଁ ବିଦ୍ୟାଳୟର ପରିଚାଳନା କମିଟି, ସମସ୍ତ କର୍ମଚାରୀ, ବିଦ୍ୟାଳୟର ଅଭିଭାବକ ଓ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଧୃବଚରଣ ସ୍ୱାଇଁ ରାଜ୍ୟ ସରକାରଙ୍କୁ ଓ ଶିକ୍ଷା ବିଭାଗର ଉଚ୍ଚ ପଦସ୍ଥ କର୍ମକର୍ତ୍ତାଙ୍କୁ ହାର୍ଦ୍ଦିକ କୃତଜ୍ଞତା ଜ୍ଞାପନ କରିଛନ୍ତି। ଆଗାମୀ ଦିନରେ ଏହି ଅନୁଷ୍ଠାନଟି ଏ ଅଞ୍ଚଳର ଏକ ଅଗ୍ରୀମ ଶିକ୍ଷାନୁଷ୍ଠାନରେ ପରିଗଣିତ ହେବାର ଆଶା ଭରସା ରଖି ବିଦ୍ୟାଳୟର ସମ୍ପାଦକ ସରକାରଙ୍କୁ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି।

କୁଜଙ୍ଗ ବ୍ଲକ ରାହାମା
Share. Facebook Twitter LinkedIn Email WhatsApp Copy Link

Related Posts

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026
Latest News

ଚେନ୍ନାଇରେ ରାହୁଲ ଗାନ୍ଧୀ-ମୁଖ୍ୟମନ୍ତ୍ରୀ ବିଜୟଙ୍କ ସାକ୍ଷାତ: ନୂଆ ରାଜନୈତିକ ସମୀକରଣକୁ ନେଇ ଚର୍ଚ୍ଚା ଜୋର

October 11, 2026

ଡିସେମ୍ବର ୫ରେ ହେବ ଆଇଓଏ କାର୍ଯ୍ୟନିର୍ବାହୀ ପରିଷଦ ନିର୍ବାଚନ

October 11, 2026

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.