Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଲେ ବିଧାୟକ
ଆଜିର ଖବର

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଲେ ବିଧାୟକ

February 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ଅନ୍ତର୍ଗତ ବିଭିନ୍ନ ୱାର୍ଡ଼କୁ ଆଜି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ସାଂସଦ ଚନ୍ଦ୍ରଶେଖର ସାହୁ, କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ପରିଦର୍ଶନ କରି ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଛନ୍ତି।

ପ୍ରଥମେ ବିଧାୟକଙ୍କ ସହ ଅଧିକାରୀମାନେ ମହାନଗର ନିଗମ କାର୍ଯ୍ୟାଳୟରୁ ବାହାରି ୧୪ ନମ୍ବର ୱାର୍ଡ଼ ହାଉସି ବୋର୍ଡ଼ର ବଡ଼୍‌ମିଣ୍ଟନ କୋର୍ଟ, ସାଳିଆ ବନ୍ଧ ଅଂଚଳର ବେଡ଼ମିଣ୍ଟରନ କୋର୍ଟର କାର୍ଯ୍ୟ ତଦାରଖ କରିବା ପରେ ୱାର୍ଡ଼ ନଂ ୯କୁ ଯାଇ ବାଲୁଙ୍କେଶ୍ୱର ଛକର ବସ୍ତି ଉନ୍ନୟନ କାର୍ଯ୍ୟ ଦେଖିଥିଲେ।

ପରେ ୱାର୍ଡ଼ ନଂ ୧ ହରିଡ଼ାଖଣ୍ଡି ବନ୍ଧ ଶାନ୍ତିନଗରର ବେଡ଼ମିଣ୍ଟର କୋର୍ଟ, ହରିଡ଼ାଖଣ୍ଡି ମାଛ ମାର୍କେଟ, ଆସିକା ରୋଡ଼୍ ପାଣିଟାଙ୍କି ପଛପଟ କଲ୍ୟାଣ ମଣ୍ଡପ, କପିଳେଶ୍ୱର ରୋଡ଼୍‌ର ଡ଼୍ରେନ କାମ, ବିଜିପୁର ମାର୍କେଟ, କେସି. ହାଇସ୍କୁଲ ଖେଳପଡ଼ିଆ, ଅଶୋକ ନଗର ଅଂଚଳର ବନ୍ଧକାର୍ଯ୍ୟ, ମେଡ଼ିକାଲ୍ ଭେଣ୍ଡିଂ ଜୋନ୍‌, ମେଡ଼ିକାଲ୍ ଗ୍ରାଉଣ୍ଡ, ୱାର୍ଡ଼ ନଂ ୩୫ ବନବନ୍ଧ, ନୂଆ ବନ୍ଧ କାର୍ଯ୍ୟ, ମୁନିସିପାଲ୍‌ଟି କଲୋନୀର ଉନ୍ନୟନ ମୂଳକ କାର୍ଯ୍ୟଗୁଡ଼ିକର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ।

ଉନ୍ନୟନମୂଳକ କାର୍ଯ୍ୟ ବ୍ରହ୍ମପୁର ମହାନଗର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026
Latest News

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.