ବୁଧବାର ଦିନରେ ମେଷ ଆଉ ବୃଷ ରାଶିର ବ୍ୟକ୍ତିମାନେ ଜାଣନ୍ତୁ କଣ ରହିଛି ଭାଗ୍ୟଫଳ

Published: Feb 3, 2021, 12:15 am IST

ମେଷ ରାଶି- ରାଜନୈତିକ ବ୍ୟକ୍ତିମାନେ ସଫଳତାର ଯୋଗ ରହିଛି। ସହଭାଗିତାରେ ନୂତନ ପ୍ରସ୍ତାବ ଗ୍ରହଣ କରାଯିବ । ରୋଜଗାର ବୃଦ୍ଧି ପାଇବ। ଉପହାର ଗ୍ରହଣ କରିବେ । ବ୍ୟବସାୟ ଯାତ୍ରା ସଫଳ ହେବ। ଶତ୍ରୁମାନେ ସକ୍ରିୟ ରହିବେ । ଅହଂକାର ଦୂର କରନ୍ତୁ । ମନୋବଳ ବୃଦ୍ଧି ଚାପକୁ ହ୍ରାସ କରିବ ।

ବୃଷ ରାଶି-  ଅପଚୟ ଖର୍ଚ୍ଚ ହେବ। ଦୁଷ୍ଟ ଲୋକମାନେ କ୍ଷତି ଘଟାଇ ପାରନ୍ତି। ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ । ଚିନ୍ତା ଏବଂ ଟେନସନ ରହିବ । ବ୍ୟବସାୟ ଯୋଜନା କାର୍ଯ୍ୟକାରୀ ହେବ ନାହିଁ । ପରିବାର ଚିନ୍ତିତ ହେବେ । ଆୟଠାରୁ ବ୍ୟୟ ଅଧିକ ହେବ। ଅପରିଚିତ ବ୍ୟକ୍ତିଙ୍କ ଉପରେ ବିଶ୍ୱାସ କରିବା ଦ୍ୱାରା କ୍ଷତି ହୋଇପାରେ ।

Related posts