Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୩୯ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୩୯ ଆକ୍ରାନ୍ତ ଚିହ୍ନଟ

February 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୩୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୭୭ ହଜାର ୨୮୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୫୯୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୬୨ ହଜାର ୬୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୬୦ ହଜାର ୫୭  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

FCRA ଉପରେ ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ଆପତ୍ତି: ଭାରତ ଦେଲା କଡ଼ା ଜବାବ

August 7, 2026

ସୋଆର ସବୁ କ୍ୟାମ୍ପସ ହେବ ସବୁଜ କ୍ୟାମ୍ପସ: କୁଳପତି

August 7, 2026

ତେଜିଲା ଆନ୍ଦୋଳନ: ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଶିକ୍ଷକ

August 7, 2026

ଓଡିଶାର ୨ ବୁଣାକାରଙ୍କ ସମେତ ମୋଟ ୨୨ ବୁଣାକାରଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

August 7, 2026
Latest News

FCRA ଉପରେ ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ଆପତ୍ତି: ଭାରତ ଦେଲା କଡ଼ା ଜବାବ

August 7, 2026

ସୋଆର ସବୁ କ୍ୟାମ୍ପସ ହେବ ସବୁଜ କ୍ୟାମ୍ପସ: କୁଳପତି

August 7, 2026

ତେଜିଲା ଆନ୍ଦୋଳନ: ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଶିକ୍ଷକ

August 7, 2026

ଓଡିଶାର ୨ ବୁଣାକାରଙ୍କ ସମେତ ମୋଟ ୨୨ ବୁଣାକାରଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

August 7, 2026

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷାମନ୍ତ୍ରୀଙ୍କ ତ୍ରୟୋଦଶ ବୈଠକ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.