Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାଡ ହେଲା ୯ ମାସର ହଷ୍ଟେଲ ଫି: ଉପକୃତ ହେବେ ୩୦ ହଜାର ଆଇ.ଟି.ଆଇ ଛାତ୍ରଛାତ୍ରୀ
ଆଜିର ଖବର

ଛାଡ ହେଲା ୯ ମାସର ହଷ୍ଟେଲ ଫି: ଉପକୃତ ହେବେ ୩୦ ହଜାର ଆଇ.ଟି.ଆଇ ଛାତ୍ରଛାତ୍ରୀ

February 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.