Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋମହର୍ଷକ ଘଟଣା: ଶୀକାର ହେଲା ନିଜେ ଶୀକାରୀ
ଆଜିର ଖବର

ଲୋମହର୍ଷକ ଘଟଣା: ଶୀକାର ହେଲା ନିଜେ ଶୀକାରୀ

February 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ବେଲକର ଜଙ୍ଗଲରେ ମୁଣ୍ଡରେ ଆଘାତ ଲାଗି ଜଣକର ମୃତ୍ୟୁ ହୋଇ ପଡିଥିବା ଏବଂ ପାଖରେ ଏକ ଦେଶୀ ବନ୍ଧୁକ ପଡିଥିବା ପୋଲିସ ଠାବ କରିଛି।

ଘଟଣାରୁ ପ୍ରକାଶ ଯେ, ସବିଗୁଡା ଗ୍ରାମର ସୁରେନ୍ଦ୍ର ରାଉତ ନିଜ ଚାରି ସାଙ୍ଗ ସେହି ଗ୍ରାମର ମହେତ ପୁଝାରୀ, ଶିଶିର ପୁଝାରୀ,ଯୁବରାଜ ପୁଝାରୀ,ଶିଶିର ରାଉତ ଏବଂ ନିକଟସ୍ଥ ସୁପାଡ ଗ୍ରାମର ଭୁର୍ଲି ସହ ମିଶି ବେଲକର ଜଙ୍ଗଳକୁ ମଙ୍ଗଳବାର ସକାଳୁ କୁକୁଡା ଶୀକାର କରିବାକୁ ଯାଇଥିଲେ। ସଂଧ୍ୟା ପରେ ମଧ୍ୟ ସୁରେନ୍ଦ୍ର ରାଉତ ଘରକୁ ନଫେରିବାରୁ ଘରଲୋକେ ଖୋଜାଖୋଜିକରି ପରଦିନ ସକାଳୁ ଜଙ୍ଗଲରେ ମୃତଦେହ ପଡିଥିବାର ଖବର ପାଇ ପୋଲିସକୁ ଖବର ଦେଇଥିଲେ।

ଜୟପାଟଣା ଥାନା ଅଧିକାରିଣି ରଶ୍ମିତା ପ୍ରଧାନ ଘଟଣାସ୍ଥଲକୁ ପହଂଚି ତଦନ୍ତ କରିବା ମୃତ ଦେହ ଓ ବନ୍ଧୁକ ଠାବ କରିଥିଲେ। ଅଧିକ ତଦନ୍ତ ପାଇଁ ଧର୍ମଗଡ ଏସଡିପିଓ ଏବଂ ସାଇଂଟିଫିକ ଦଳ ଘଟଣାସ୍ଥଲରେ ପହଂଚିଥିବା ବେଳେ ଅଧିକ ତଦନ୍ତ ଚାଲିଥିବା ପ୍ରକାଶ । ଜୟପାଟଣା ଥାନା ରେ କେଶ ନଂ. ୩୨/୨୦୨୧ ଧାରା ୩୦୨/୩୪ ଓ ଆର୍ମସ ଆକ୍ଟ ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା ପୋଲିସ ସୂତ୍ରରୁ ପ୍ରକାଶ। ମୃତକଙ୍କ ବାପା ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରୁଥିବା ଜଣାପଡିଛି।

କଳାହାଣ୍ଡି ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Latest News

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.