Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ସ୍ବତନ୍ତ୍ର ଟ୍ରେନ ଆଂଶିକ ବାତିଲ ହେବ, ଜାଣନ୍ତୁ କେବେ
ଆଜିର ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ସ୍ବତନ୍ତ୍ର ଟ୍ରେନ ଆଂଶିକ ବାତିଲ ହେବ, ଜାଣନ୍ତୁ କେବେ

February 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଫେବୃଆରୀ ମାସ 7 ଏବଂ 8 ତାରିଖରେ ବାଙ୍ଗାଲୋର ନିକଟସ୍ଥ ବାଇୟାପ୍ପାନାହାଲି ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ (ନନ-ଇଣ୍ଟରଲକିଙ୍ଗ) କାର୍ଯ୍ୟପାଇଁ ଭୁବନେଶ୍ୱର ଓ ବାଙ୍ଗାଲୋର ମଧ୍ୟରେ ଚଳାଚଳ କରୁଥିବା ପ୍ରଶାନ୍ତି ବିଶେଷ ଟ୍ରେନ କୁ ଦୁଇଦିନ ପାଇଁ ଆଂଶିକ ବାତିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

ଫେବୃୟାରୀ ମାସ 6 ରୁ 7 ତାରିଖରେ ଭୁବନେଶ୍ୱର ଠାରୁ ଛାଡିବାକୁ ଥିବା 08463 ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ବିଶେଷ ଟ୍ରେନ ଭୁବନେଶ୍ୱର ଏବଂ ସତ୍ୟ ସାଇ ପ୍ରଶାନ୍ତ ନିଳୟମ (SSPN) ଷ୍ଟେସନ ମଧ୍ୟରେ ଚଳାଚଳ କରିବ ଏବଂ SSPN ରୁ ବାଙ୍ଗାଲୋର ପର୍ଯ୍ୟନ୍ତ ବାତିଲ ରହିବ |

ଫେବୃୟାରୀ ମାସ 7 ଏବଂ 8 ତାରିଖରେ ବାଙ୍ଗାଲୋର ଠାରୁ ଛାଡ଼ିବାକୁଥିବା 08464 ବାଙ୍ଗାଲୋର-ଭୁବନେଶ୍ୱର ପ୍ରଶାନ୍ତି ବିଶେଷ ଟ୍ରେନ ବାଙ୍ଗାଲୋର ପରିବର୍ତ୍ତେ SSPN ରୁ ଯାତ୍ରା ଆରମ୍ଭ କରିବ |

ଏହି ସମୟରେ ଉଭୟ ପାର୍ଶ୍ୱରୁ 08463/08464 ଭୁବନେଶ୍ୱର-ବାଙ୍ଗାଲୋର-ଭୁବନେଶ୍ୱର ସ୍ୱତନ୍ତ୍ର ପ୍ରଶାନ୍ତି ଏକ୍ସପ୍ରେସର ସେବାକୁ SSPN ଏବଂ ବାଙ୍ଗାଲୋର ମଧ୍ୟରେ ବାତିଲ କରାଯାଇଅଛି |

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025
Latest News

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025

President’s Address in Assembly: ଆଚରଣ ଠିକ୍ ରଖିବାକୁ ବିଧାୟକଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.