Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ସ୍ବତନ୍ତ୍ର ଟ୍ରେନ ଆଂଶିକ ବାତିଲ ହେବ, ଜାଣନ୍ତୁ କେବେ
ଆଜିର ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ସ୍ବତନ୍ତ୍ର ଟ୍ରେନ ଆଂଶିକ ବାତିଲ ହେବ, ଜାଣନ୍ତୁ କେବେ

February 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଫେବୃଆରୀ ମାସ 7 ଏବଂ 8 ତାରିଖରେ ବାଙ୍ଗାଲୋର ନିକଟସ୍ଥ ବାଇୟାପ୍ପାନାହାଲି ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ (ନନ-ଇଣ୍ଟରଲକିଙ୍ଗ) କାର୍ଯ୍ୟପାଇଁ ଭୁବନେଶ୍ୱର ଓ ବାଙ୍ଗାଲୋର ମଧ୍ୟରେ ଚଳାଚଳ କରୁଥିବା ପ୍ରଶାନ୍ତି ବିଶେଷ ଟ୍ରେନ କୁ ଦୁଇଦିନ ପାଇଁ ଆଂଶିକ ବାତିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

ଫେବୃୟାରୀ ମାସ 6 ରୁ 7 ତାରିଖରେ ଭୁବନେଶ୍ୱର ଠାରୁ ଛାଡିବାକୁ ଥିବା 08463 ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ବିଶେଷ ଟ୍ରେନ ଭୁବନେଶ୍ୱର ଏବଂ ସତ୍ୟ ସାଇ ପ୍ରଶାନ୍ତ ନିଳୟମ (SSPN) ଷ୍ଟେସନ ମଧ୍ୟରେ ଚଳାଚଳ କରିବ ଏବଂ SSPN ରୁ ବାଙ୍ଗାଲୋର ପର୍ଯ୍ୟନ୍ତ ବାତିଲ ରହିବ |

ଫେବୃୟାରୀ ମାସ 7 ଏବଂ 8 ତାରିଖରେ ବାଙ୍ଗାଲୋର ଠାରୁ ଛାଡ଼ିବାକୁଥିବା 08464 ବାଙ୍ଗାଲୋର-ଭୁବନେଶ୍ୱର ପ୍ରଶାନ୍ତି ବିଶେଷ ଟ୍ରେନ ବାଙ୍ଗାଲୋର ପରିବର୍ତ୍ତେ SSPN ରୁ ଯାତ୍ରା ଆରମ୍ଭ କରିବ |

ଏହି ସମୟରେ ଉଭୟ ପାର୍ଶ୍ୱରୁ 08463/08464 ଭୁବନେଶ୍ୱର-ବାଙ୍ଗାଲୋର-ଭୁବନେଶ୍ୱର ସ୍ୱତନ୍ତ୍ର ପ୍ରଶାନ୍ତି ଏକ୍ସପ୍ରେସର ସେବାକୁ SSPN ଏବଂ ବାଙ୍ଗାଲୋର ମଧ୍ୟରେ ବାତିଲ କରାଯାଇଅଛି |

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

ଇସ୍ତଫା ଘୋଷଣା କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

May 28, 2026

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.