ନୂଆଦିଲ୍ଲୀ, ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ପରିବାର ସାହାଯ୍ୟ ମିଳିବ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । ବନ୍ଧୁଙ୍କ ସମ୍ପର୍କ ବିଷୟରେ ଆପଣ ଟିକିଏ ସଚେତନ ହେବା ଉଚିତ୍ । ଏହି ଦୁଇଟି ରାଶି ହେଲା ବିଛା ଓ ମକର ରାଶି।
ଭ୍ରମଣ ଯୋଗ ମଧ୍ୟ ଅଛି । ବ୍ୟବସାୟରେ ବ୍ୟସ୍ତ ରହିବେ । ସାମାଜିକ ସ୍ତରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ । ଗତ କିଛି ଦିନ ଧରି ଥିବା ଅସମ୍ପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି । ସମୟ ଭଲ ଅଟେ ।
Tags: ରାଶିଫଳ