Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୭୨୩ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୭୨୩ ଆକ୍ରାନ୍ତ ଚିହ୍ନଟ

February 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୭୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୯୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୧୪ ହଜାର ୩୦୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୯୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୧୦ ହଜାର ୭୯୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୫୪ ହଜାର ୫୯୦  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

CJP ପ୍ରତିବାଦ: ଦିଲ୍ଲୀ ପୋଲିସକୁ ସମର୍ଥନ କଲେ ପାକିସ୍ତାନୀ କ୍ରିକେଟର

October 10, 2026

“ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନେତୃତ୍ଵରେ ଏକଛତ୍ରବାଦ ଚାଲିଛି”: ପ୍ରିୟଙ୍କା ଗାନ୍ଧୀ

October 10, 2026

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026
Latest News

CJP ପ୍ରତିବାଦ: ଦିଲ୍ଲୀ ପୋଲିସକୁ ସମର୍ଥନ କଲେ ପାକିସ୍ତାନୀ କ୍ରିକେଟର

October 10, 2026

“ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନେତୃତ୍ଵରେ ଏକଛତ୍ରବାଦ ଚାଲିଛି”: ପ୍ରିୟଙ୍କା ଗାନ୍ଧୀ

October 10, 2026

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.