Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୃତ୍ତି ପରୀକ୍ଷାରେ ନୀଳକଣ୍ଠନଗର ଶିଶୁବିଦ୍ୟାମନ୍ଦିରର ସଫଳତା
ଆଜିର ଖବର

ବୃତ୍ତି ପରୀକ୍ଷାରେ ନୀଳକଣ୍ଠନଗର ଶିଶୁବିଦ୍ୟାମନ୍ଦିରର ସଫଳତା

February 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ୨୦୨୦ ଶିକ୍ଷାବର୍ଷ ପ୍ରକାଶିତ ତୃତୀୟ ଓ ପଞ୍ଚମ ଶ୍ରେଣୀ ସରକାରୀ ବୃତ୍ତି ପରୀକ୍ଷାରେ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀମାନେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି। ୩ୟ ଶ୍ରେଣୀ ବୃତ୍ତି ପରୀକ୍ଷା ଫଳାଫଳରେ ପ୍ରତ୍ୟୁଷା ପାଢ଼ୀ, ଦକ୍ସିତା ମହାପାତ୍ର ଓ ବୈଶାଖୀ ଦେବୀ ସେହିପରି ୫ମ ଶ୍ରେଣୀ ଫଳାଫଳରେ ହରିପ୍ରିୟା ସାହୁ, ଅର୍ପିତା ଆଚାର୍ଯ୍ୟ, ପ୍ରୀତିରାଣୀ ଭୂୟାଁ ଓ ସୌମ୍ୟରଂଜନ ପାଣିଗ୍ରାହୀ ବୃତ୍ତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।

ଗତ ତ୍ରିଦଶନ୍ଧି ଧରି ପ୍ରତିବର୍ଷ ଆମେ ଏହି ସଫଳତା ପାଉ ଅଛୁ – ଏହି ସଫଳତା ପଛରେ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ତ୍ୟାଗ, ତିତିକ୍ଷା, ସମର୍ପଣଭାବ, ପରିଚାଳନାସମିତିର ପ୍ରୋତ୍ସାହନ, ଅଭିଭାବକମାନଙ୍କ ସହଯୋଗ ସର୍ବୋପରି ଭଗବାନ ନୀଳକଣ୍ଠେଶ୍ୱରଙ୍କ କୃପାରୁ ସମ୍ଭବ ହୋଇପାରୁଛି ବୋଲି ପ୍ରଧାନାଚାର୍ଯ୍ୟ ଉମାଧବ ମହାନ୍ତି କହିଛନ୍ତି।

ଛାତ୍ରଛାତ୍ରୀମାନଙ୍କ ଏହି ରାଜ୍ୟସ୍ତରୀୟ ସ‘ଳତା ପାଇଁ ଅନୁଷ୍ଠାନ ପରିଚାଳନା ସମିତିର ସଭାପତି ଡଃ ଶ୍ରୀକାନ୍ତ ମହାପାତ୍ର, ଉପସଭାପତି ଡଃ. ହରିକୃଷ୍ଣ ନାୟକ, ସମ୍ପାଦକ ନାରାୟଣ ପଣ୍ଡା, ଯୁଗ୍ମ ସମ୍ପାଦିକା ଇଂ. ମମତା ପାଣିଗ୍ରାହୀ, କୋଷାଧ୍ୟକ୍ଷ ରବିନ୍ଦ୍ରନାଥ ଜେନା, ସଦସ୍ୟ ନିଳକଣ୍ଠ ସାହୁ, ସଦସ୍ୟା  ବାସନ୍ତି ବେହେରା, ଉପଦେଷ୍ଟା ଧର୍ମରାଜ ସାହୁ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ନରସିଂହ ଚୌଧୁରୀ, ହରିକୃଷ୍ଣ ପାଢ଼ୀ, ଶୁଦର୍ସନ ପାଢ଼ି, ବି. ଗଜପତି ରାଓ, ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ୟ ଏସ୍‌. ମୋହନ ରାଓ, ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଉମାଧବ ମହାନ୍ତି, ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସମସ୍ତ ଅଭିଭାବକଙ୍କ ତରଫରୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।

ନୀଳକଣ୍ଠନଗର ବୃତ୍ତି ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026
Latest News

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.