ଭୁବନେଶ୍ବର, ଆଜି ବିଜୁ ଜନତା ଦଳ ତରଫରୁ ଗୋଟିଏ ଜିଲ୍ଲା ଏବଂ ସାତୋଟି ନିର୍ବାଚନ ମଣ୍ଡଳୀ ପାଇଁ ସବ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବୀକୃତି ପରେ ଏହି ତାଲିକା ପ୍ରକାଶ କରାଯାଇଛି। ଜାଣନ୍ତୁ କେଉଁ ନିର୍ବାଚନ ମଣ୍ଡଳୀ ପାଇଁ କେଉଁମାନଙ୍କୁ କରାଗଲା ନିଯୁକ୍ତି.. Biju Janata Dal BJD
ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ପ୍ରଥମ ଟେଷ୍ଟ: ଜାଣନ୍ତୁ ଟିମ୍ ଇଣ୍ଡିଆର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ୍October 1, 2025