Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଚଳଚ୍ଚିତ୍ର ସଂଘର ପ୍ରାଣ ପ୍ରତିଷ୍ଠାତା ରଣଧୀର ଦାସଙ୍କ ୮୨ ବର୍ଷ ବୟସରେ ପରଲୋକ
ଆଜିର ଖବର

ଓଡିଶା ଚଳଚ୍ଚିତ୍ର ସଂଘର ପ୍ରାଣ ପ୍ରତିଷ୍ଠାତା ରଣଧୀର ଦାସଙ୍କ ୮୨ ବର୍ଷ ବୟସରେ ପରଲୋକ

February 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ବିଶିଷ୍ଟ ସିନେ ସମୀକ୍ଷକ ରଣଧୀର ଦାସଙ୍କ ୮୨ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଆଜି ଅପରାହ୍ନରେ କଟକ ସ୍ଥିତ ଡଗରପଡା ବାସ ଭବନରେ ତାଙ୍କର ପରଲୋକ ହୋଇଯାଇଛି। ସେ ଏକଧାରରେ ସିନେ ସମୀକ୍ଷକ, ସିନେ ସାମ୍ବାଦିକ, ସାହିତ୍ୟକ ତଥା ଓଡିଶା ଚଳଚ୍ଚିତ୍ର ସଂଘର ପ୍ରାଣ ପ୍ରତିଷ୍ଠାତା ଥିଲେ।

୧୯୩୮ ମସିହା ସେପ୍ଟେମ୍ବର ୨୩ ତାରିଖରେ କଟକରେ ସେ ଜନ୍ମଗ୍ରହଣ କରିଥିଲେ। ଡଗରପଡା ସ୍ଥିତ ତାଙ୍କ ଘରେ ସେ ଜାତୀୟ ଦୂରଦର୍ଶନ ଓ ଚଳଚ୍ଚିତ୍ର ପ୍ରତିଷ୍ଠାନ ନାମରେ ଓଡ଼ିଶାର ପ୍ରଥମ ସିନେମା ପ୍ରଶିକ୍ଷଣ ସ୍କୁଲ ଖୋଲିଥିଲେ। ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଜି ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି।

ପରଲୋକ ସିନେ ସମୀକ୍ଷକ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.