Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

February 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉଦଘାଟିତ

October 26, 2026

କେସି ଭେଣୁଗୋପାଲଙ୍କ ଘୋଷଣା : ନଭେମ୍ବର ୪ରେ ସଙ୍ଗରୁର ଗସ୍ତ କରିବେ ରାହୁଲ ଗାନ୍ଧୀ

October 26, 2026

‘ମୋଦୀ କୁଆଡ଼େ ଯିବେନି’: କଂଗ୍ରେସ ଅଧ୍ୟକ୍ଷଙ୍କୁ ତାଚ୍ଛଲ୍ୟ କଲା ବିଜେପି

October 26, 2026

ତାମିଲନାଡୁର ପୂର୍ବତନ ସ୍କୁଲ ଶିକ୍ଷା ମନ୍ତ୍ରୀ ମହେଶ ପୋୟାମୋଝୀ ଗିରଫ

October 26, 2026
Latest News

ବିଏସଏନଏଲ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉଦଘାଟିତ

October 26, 2026

କେସି ଭେଣୁଗୋପାଲଙ୍କ ଘୋଷଣା : ନଭେମ୍ବର ୪ରେ ସଙ୍ଗରୁର ଗସ୍ତ କରିବେ ରାହୁଲ ଗାନ୍ଧୀ

October 26, 2026

‘ମୋଦୀ କୁଆଡ଼େ ଯିବେନି’: କଂଗ୍ରେସ ଅଧ୍ୟକ୍ଷଙ୍କୁ ତାଚ୍ଛଲ୍ୟ କଲା ବିଜେପି

October 26, 2026

ତାମିଲନାଡୁର ପୂର୍ବତନ ସ୍କୁଲ ଶିକ୍ଷା ମନ୍ତ୍ରୀ ମହେଶ ପୋୟାମୋଝୀ ଗିରଫ

October 26, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.