Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୮୩୧ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୮୩୧ ଆକ୍ରାନ୍ତ ଚିହ୍ନଟ

February 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୭୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୪୭ ହଜାର ୩୦୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୧୫୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୪୮ ହଜାର ୫୨୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୪୩ ହଜାର ୬୨୫  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026

ସୋଆ ପକ୍ଷରୁ ପ୍ରଥମ ଆଇଇଇଇ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ

April 15, 2026

ଅର୍ବାନ ଚ୍ୟାଲେଞ୍ଜ ଫଣ୍ଡ୍ ପାଇଁ କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଜାରି କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Latest News

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ସୋଆ ପକ୍ଷରୁ ପ୍ରଥମ ଆଇଇଇଇ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ

April 15, 2026

ଅର୍ବାନ ଚ୍ୟାଲେଞ୍ଜ ଫଣ୍ଡ୍ ପାଇଁ କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଜାରି କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.