Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଟିଆରେ ଆନ୍ଧ୍ର ନିର୍ବାଚନ ପ୍ରସଙ୍ଗ: ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ଶୁଣାଣି
ଆଜିର ଖବର

କୋଟିଆରେ ଆନ୍ଧ୍ର ନିର୍ବାଚନ ପ୍ରସଙ୍ଗ: ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ଶୁଣାଣି

February 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟ
ପଶ୍ଚିମବଙ୍ଗରେ SIR ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ, ପାରଦର୍ଶିତା ଉପରେ ଗୁରୁତ୍ୱ

ଭୁବନେଶ୍ବର: ଓଡ଼ିଶାର କୋଟିଆରେ ଆନ୍ଧ୍ର ନିର୍ବାଚନ ପ୍ରସଙ୍ଗରେ ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ଶୁଣାଣି। ଦୀର୍ଘ ଦିନ ଧରି ଓଡିଶା ଏବଂ ଆନ୍ଧ୍ର ମଧ୍ୟରେ ସୀମା ବିବାଦ ଲାଗିରହିଛି। ଏହା ଭିତରେ ଓଡିଶାର କୋଟିଆରେ  ଆନ୍ଧ୍ର ପ୍ରଦେଶ ନିଜର ପଞ୍ଚାୟତ ନିର୍ବାଚନ କରିବା ଲାଗି ପ୍ରକ୍ରିୟା ଆରମ୍ଭ କରିଛି। ଏହାକୁ ରାଜ୍ୟ ସରକାର ବିରୋଧ କରିବା ସହ ଏନେଇ ସୁପ୍ରିମକୋର୍ଟରେ ଦ୍ଵାରସ୍ଥ ହୋଇଥିଲା।

ଆନ୍ଧ୍ର ଅଦାଲତ ଅବମାନନା କରୁଥିବା ନେଇ ସୁପ୍ରିମକୋର୍ଟଙ୍କୁ ଓଡିଶା ସରକାର ଦର୍ଶାଇଥିଲା। ଏହାର ତ୍ଵରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟକୁ ରାଜ୍ୟ ସରକାର ଅନୁରୋଧ କରିଥିଲା। ତେବେ ଏହାର ଶୁଣାଣି ଆସନ୍ତାକାଲି ସୁପ୍ରିମକୋର୍ଟରେ କରାଯିବ ବୋଲି ସୂଚନା ରହିଛି।

କୋଟିଆ ଶୁଣାଣି ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.