Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶୁକ୍ରାବାର ଦିନ ଏହି ଦୁଇଟି ରାଶିର ବ୍ୟକ୍ତିମାନେ ସେୟାର ବଜାର ଦ୍ବାରା ହେବେ ପ୍ରଭାବିତ
ଆଜିର ଖବର

ଶୁକ୍ରାବାର ଦିନ ଏହି ଦୁଇଟି ରାଶିର ବ୍ୟକ୍ତିମାନେ ସେୟାର ବଜାର ଦ୍ବାରା ହେବେ ପ୍ରଭାବିତ

February 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶୁକ୍ରାବାର ଦିନ ଏହି ଦୁଇଟି ରାଶିର ବ୍ୟକ୍ତିମାନେ ସେୟାର ବଜାର ଦ୍ବାରା ହେବେ ପ୍ରଭାବିତ

ନୂଆଦିଲ୍ଲୀ, ଶୁକ୍ରବାର ଦିନ ଦୁଇଟି ରାଶିର ବ୍ୟକ୍ତିମାନଙ୍କୁ ସେୟାର ବଜାରରେ ଭଲ ଓ ଖରାପ ସ୍ଥିତି ରହିବ। ଆପଣ ପରିବାର ସହିତ ଖୁସିରେ ଦିନ ବିତାଇବେ । କାହାକୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତୁ ନାହିଁ । କେହି କେହି ଆପଣଙ୍କ କାମକୁ ଅବରୋଧ କରିବେ । ଆଜି ଆପଣ ପାର୍ଟି ଏବଂ ମଜା ପାଇଁ ଭଲ ମନୋଭାବରେ ରହିବେ ।

କ୍ୟାରିୟର ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । କର୍କଟ ରାଶିର ବ୍ୟକ୍ତିମାନଙ୍କ ପାଇଁ ସେୟାର ବଜାର ଆପଣଙ୍କୁ ନିରାଶ କରିପାରେ । ହେଲେ ମେଷ ରାଶିର ବ୍ୟକ୍ତିମାନେ ସେୟାର ବଜାରରେ ପୁଂଜି ବିନିଯୋଗ କରନ୍ତୁ। ଏଥିସହିତ ପରିବାର ପ୍ରତି ଅଶାଳୀନ ବ୍ୟବହାର କରନ୍ତୁ ନାହିଁ। ଏହା ପାରିବାରିକ ଶାନ୍ତିକୁ ବିଘ୍ନ କରିପାରେ । ବିବାହିତ ଜୀବନରେ ଗୋପନୀୟତାର ଯତ୍ନ ନେବା ମଧ୍ୟ ଆବଶ୍ୟକ ।

ରାଶିଫଳ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆର ଶେଷ ହେଲା ଇଂଲଣ୍ଡ ଗସ୍ତ, ଏବେ କେବେ ଏବଂ କାହା ସହିତ ମ୍ୟାଚ୍ ହେବ? ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

August 5, 2025

ଏନଡିଏ ସଂସଦୀୟ ଦଳ ବୈଠକ: ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ, ପହଲଗାମରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

August 5, 2025

‘ରୁଷର ଡ୍ରୋନ ସହିତ ଭାରତର ସମ୍ପର୍କ ଅଛି’, ଟ୍ରମ୍ପଙ୍କ ପରେ ଗମ୍ଭୀର ଅଭିଯୋଗ ଆଣିଲା ୟୁକ୍ରେନ

August 5, 2025

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025
Latest News

ଟିମ୍ ଇଣ୍ଡିଆର ଶେଷ ହେଲା ଇଂଲଣ୍ଡ ଗସ୍ତ, ଏବେ କେବେ ଏବଂ କାହା ସହିତ ମ୍ୟାଚ୍ ହେବ? ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

August 5, 2025

ଏନଡିଏ ସଂସଦୀୟ ଦଳ ବୈଠକ: ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ, ପହଲଗାମରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

August 5, 2025

VinFast India: ତାମିଲନାଡୁରେ ଇଲେଟ୍ରିକ ଭେଇକଲ ଆସେମ୍ବଲି ପ୍ରକଳ୍ପର ଉଦଘାଟନ କଲା ଭିନଫାଷ୍ଟ

August 5, 2025

‘ରୁଷର ଡ୍ରୋନ ସହିତ ଭାରତର ସମ୍ପର୍କ ଅଛି’, ଟ୍ରମ୍ପଙ୍କ ପରେ ଗମ୍ଭୀର ଅଭିଯୋଗ ଆଣିଲା ୟୁକ୍ରେନ

August 5, 2025

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.