Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

February 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫ ଜଣ ଚିହ୍ନଟ ହୋଇଥିବାବେଳେ ୨୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୨୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୬ ଟି ଜିଲ୍ଲାରୁ ମୋଟ୍‌ ୫୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୨,  ଦେବଗଡ ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୫, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭,  ମାଲକାନାଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୪, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.