Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ବଜେଟ ଅଧିବେଶନ ଲାଗି ଜାରି ହେଲା ନୂଆ ଗାଇଡଲାଇନ
ଆଜିର ଖବର

ବିଧାନସଭା ବଜେଟ ଅଧିବେଶନ ଲାଗି ଜାରି ହେଲା ନୂଆ ଗାଇଡଲାଇନ

February 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ଅଧିବେଶନ ଲାଗି ନୂଆ ଗାଇଡଲାଇନ ଜାରି କରାଯାଇଛି।

ଅଧିବେଶନ ପୂର୍ବରୁ ସବୁ ବିଧାୟକମାନଙ୍କର କରୋନା ପରୀକ୍ଷା ହେବ। ଆସନ୍ତା ଫେବୃଆରୀ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ବିଧାନସଭା ପରିସରରେ କରୋନା ପରୀକ୍ଷା ହେବ। ୧୫ ଓ ୧୬ ତାରିଖ ସକାଳ ସାଢେ ୮ଟାରୁ ୧ଟା ୩୦ ପର୍ଯ୍ୟନ୍ତ ଓ ଅପରାହ୍ଣ ୩ଟାରୁ ୫ଟା ଯାଏଁ କୋଭିଡ୍ ପରୀକ୍ଷା ହେବ। ସେହିଭଳି ୧୭ ତାରିଖରେ ୮ଟା ୩୦ରୁ ୧ଟା ୩୦ ପର୍ଯ୍ୟନ୍ତ ବିଧାୟକମାନଙ୍କର କୋଭିଡ୍ ପରୀକ୍ଷା ହେବ।

ବିଧାୟକମାନଙ୍କ ସମେତ ସେମାନଙ୍କର ସୁରକ୍ଷାକର୍ମୀ, ଡ୍ରାଇଭରମାନଙ୍କୁ ମଧ୍ୟ ପରୀକ୍ଷା କରିବାକୁ ପଡିବ।ଏହାସହ ସଚିବାଳୟର ସମସ୍ତ ଷ୍ଟାଫଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଷ୍ଟାଫ୍, ମନ୍ତ୍ରୀ, ବିରୋଧୀ ଦଳର ନେତାଙ୍କର ମଧ୍ୟ କୋଭିଡ୍ ଟେଷ୍ଟ ହେବ ବୋଲି କୁହାଯାଇଛି।

ଅଧିବେଶନ ଚାଲିଥିବା ସମୟରେ ଯଦି କୌଣସି ସଦସ୍ୟ ଅସୁସ୍ଥ ଅନୁଭବ କରନ୍ତି, ତେବେ ତାଙ୍କର ପରୀକ୍ଷା କରାଯାଇ ଚିକିତ୍ସା କରାଯିବ। ୬୦ ବର୍ଷରୁ ଅଧିକ ବୟସ୍କ ସଦସ୍ୟମାନଙ୍କ ପାଇଁ ସ୍ୱତନ୍ତ୍ର ଆସନର ଆୟୋଜନ କରାଯିବ। ଅଧିବେଶନ ପୂର୍ବରୁ ସବୁ ସଦସ୍ୟଙ୍କୁ ଫେସ ସିଲ୍ଡ, ମାସ୍କ, ଗ୍ଲୋବସ ଓ ସାନିଟାଇଜର ଦିଆଯିବ। ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖି ସୂଚନା ଦେଇଛନ୍ତି।

କରୋନା ପରୀକ୍ଷା ଗାଇଡଲାଇନ ଜାରି ବିଧାନସଭା ବଜେଟ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026
Latest News

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.