Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୋଗୀଙ୍କ ନାମରେ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ ଆଣିଲେ ପୂର୍ବ ନୌସେନା ମୁଖ୍ୟ
ଆଜିର ଖବର

ଯୋଗୀଙ୍କ ନାମରେ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ ଆଣିଲେ ପୂର୍ବ ନୌସେନା ମୁଖ୍ୟ

April 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
retired navy chief claims against yogiadityanath
retired navy chief claims against yogiadityanath

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ ଆଣିଛନ୍ତି ପୂର୍ବତନ ନୌସେନା ମୁଖ୍ୟ  ଆଡ୍‌ମିରାଲ ଏଲ୍‌ ରାମଦାସ। ଯୋଗୀ ଭାରତୀୟ ସେନାବାହିନୀକୁ ମୋଦିଜୀଙ୍କ ସେନା ବୋଲି କହିଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନଙ୍କ ଦ୍ବାରସ୍ଥ ହୋଇଛନ୍ତି ରାମଦାସ। ସେ କହିଛନ୍ତି, ସଶସ୍ତ୍ର ବଳ କୌଣସି ବ୍ୟକ୍ତିବିଶେଷଙ୍କର ନୁହେଁ ଏହା ସଦାସର୍ବଦା ଦେଶ ଓ ଦେଶବାସୀଙ୍କ ନିକଟରେ ପ୍ରତିବଦ୍ଧ। ଏପରି ମନ୍ତବ୍ୟ କେବଳ ତାଙ୍କୁ ନୁହେଁ ବରଂ ସେନାରେ କାର୍ଯ୍ୟ କରୁଥିବା ଅନେକ ଲୋକଙ୍କ ଭାବନାକୁ ଆଘାତ ପହଞ୍ଚାଇଛି। ନିର୍ବାଚନ ନ ସରିବା ପର୍ଯ୍ୟନ୍ତ ମୁଖ୍ୟ ନିର୍ବାଚନ କମିଶନ ମୁଖ୍ୟ ହୋଇଥିବାରୁ ମୁ ଁ ତାଙ୍କ ନିକଟରେ ଅଭିଯୋଗ ବାଢିଛି ବୋଲି ରାମଦାସ କହିଛନ୍ତି। ସୂଚନାଯୋଗ୍ୟ ଯ, ଗାଜିଆବାଦରେ ଏକ ନିର୍ବାଚନୀ ରାଲୁିକୁ ସମ୍ବୋଧିତ କରିବା ଅବସରରେ ଯୋଗୀ ଆଦିତ୍ୟନାଥ ଭାରତୀୟ ସେନାକୁ ମୋଦିଙ୍କ ସେନା ବୋଲି ଅଭିହିତ କରିଥିଲେ। ରାମଦାସଙ୍କ ସହିତ ଅନ୍ୟତମ ଅବସରପ୍ରାପ୍ତ ଲ୍ୟୁଟ୍‌ନାଣ୍ଟ ଜେନେରାଲ୍‌ ଏଚ୍‌ ଏସ୍‌ ପନାଗ ମଧ୍ୟ ନିଜର ନିରାଶା ବ୍ୟକ୍ତ କରିଛନ୍ତି। ପନାଗ କହିଛନ୍ତି, ସେନାକୁ ସର୍ବଦା ରାଜନୀତିରୁ ଉର୍ଦ୍ଧ୍ବରେ ରହିଥାଏ ମାତ୍ର ବିଗତ କିଛି ବର୍ଷ ମଧ୍ୟରେ ପ୍ରତ୍ୟକ ନେତା ନିଜର ରାଜନୈତିକ ଫାଇଦା ନିମନ୍ତେ ସେନାର ଅପବ୍ୟବହାର କରୁଛନ୍ତି। ନିର୍ବାଚନ କମିଶନ ଏହି ମାମଲାର ତଦନ୍ତ ଆଦେଶ ଦେଇଥିବା ବେଳେ ଗାଜିଆବାଦ ଜିଲ୍ଲା ମୁଖ୍ୟଙ୍କ ଠାରୁ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

claims ec thesamikhsya yogi
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.