Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୧୪୩  ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୧୪୩  ଆକ୍ରାନ୍ତ ଚିହ୍ନଟ

February 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୯୨ ହଜାର ୭୪୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୫୫୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୬୨୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୬ ହଜାର ୫୭୧ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହେଲେ ଚିତ୍ତରଞ୍ଜନ ମିଶ୍ର

September 20, 2025

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ୧୧ ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ଆଲୋଚନାଚକ୍ର

September 20, 2025

‘ନିର୍ଭରଶୀଳତା ହେଉଛି ସବୁଠାରୁ ବଡ଼ ଶତ୍ରୁ’, ଟ୍ରମ୍ପଙ୍କୁ ମୋଦୀଙ୍କ ସିଧାସଳଖ ବାର୍ତ୍ତା!

September 20, 2025

ବନ୍ଧୁଗାଁ ବ୍ଲକ ଆଲମଣ୍ଡା ଗ୍ରାମରେ ‘ମାଙ୍କ ନାମରେ ଗଛଟିଏ’ ସଚେତନତା କାର୍ଯ୍ୟକ୍ରମ

September 20, 2025
Latest News

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହେଲେ ଚିତ୍ତରଞ୍ଜନ ମିଶ୍ର

September 20, 2025

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ୧୧ ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ଆଲୋଚନାଚକ୍ର

September 20, 2025

‘ନିର୍ଭରଶୀଳତା ହେଉଛି ସବୁଠାରୁ ବଡ଼ ଶତ୍ରୁ’, ଟ୍ରମ୍ପଙ୍କୁ ମୋଦୀଙ୍କ ସିଧାସଳଖ ବାର୍ତ୍ତା!

September 20, 2025

ବନ୍ଧୁଗାଁ ବ୍ଲକ ଆଲମଣ୍ଡା ଗ୍ରାମରେ ‘ମାଙ୍କ ନାମରେ ଗଛଟିଏ’ ସଚେତନତା କାର୍ଯ୍ୟକ୍ରମ

September 20, 2025

ଭାରତ-ଅଷ୍ଟ୍ରେଲିଆ ODI ସିରିଜର ନିର୍ଣ୍ଣାୟକ ମ୍ୟାଚ୍: ଟିମ ଇଣ୍ଡିଆ ପାଇଁ ୪୧୨ ରନ ଲକ୍ଷ୍ୟ ଦେଲା କଙ୍ଗାରୁ ଦଳ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.