Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୧୯୪  ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୧୯୪  ଆକ୍ରାନ୍ତ ଚିହ୍ନଟ

February 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୧୯୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯ ଲକ୍ଷ ୪ ହଜାର ୯୪୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୬୪୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୧୧ ହଜାର ୭୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୭ ହଜାର ୫୬୭ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026
Latest News

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.