ଆଜି ଆପଣଙ୍କର ଶତ୍ରୁମାନେ ହେବେ ବେଶ ସକ୍ରିୟ, ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

Published: Feb 15, 2021, 8:01 am IST

ମକର ଅଟକି ରହିଥିବା ଟଙ୍କା ମିଳିପାରିବ। ବିନିଯୋଗ ଶୁଭ ହେବ । ବ୍ୟବସାୟ ଯାତ୍ରା ସଫଳ ହେବ। ଖୁସି ହେବ। ନିଜର ପ୍ରୟାସ ସଫଳ ହେବ। ସମାଜ ସମ୍ମାନ ଦେବ। ଠିକ୍ ସମୟରେ କାର୍ଯ୍ୟ ସମାପ୍ତ ହେବ। ଆତ୍ମବିଶ୍ୱାସ ବଢିବ । ବ୍ୟବସାୟ ଲାଭଜନକ ହେବ, ନୂତନ ଯୋଜନା ପ୍ରସ୍ତୁତ ହେବ।

କୁମ୍ଭ- ନିଜ ଜିନିଷଗୁଡିକ ସୁରକ୍ଷିତ ରଖନ୍ତୁ। ବିପଦ ପୂର୍ଣ୍ଣ କାମ କରନ୍ତୁ ନାହିଁ । ନୂତନ ସମ୍ପର୍କ ପ୍ରତି ସତର୍କ ରୁହନ୍ତୁ । ବିରୋଧୀମାନେ ସକ୍ରିୟ ହେବେ। ବ୍ୟବସାୟିକ କ୍ଷେତ୍ର ବିକାଶ ଏବଂ ବିସ୍ତାର ହେବ। ଉପହାର ମିଳିପାରେ। ପିଲାମାନଙ୍କର ଚିନ୍ତା ଦୂର ହେବ। ଅପ୍ରତ୍ୟାଶିତ ଖର୍ଚ୍ଚ ହେବ। ଟେନସନ ରହିବେ। ଅନ୍ୟମାନଙ୍କ ଝଗଡାରେ ପଶନ୍ତୁ ନାହିଁ।

Related posts