Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୯ ହଜାର ୧୨୧  ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୯ ହଜାର ୧୨୧  ଆକ୍ରାନ୍ତ ଚିହ୍ନଟ

February 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯ ଲକ୍ଷ ୨୫ ହଜାର ୭୧୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୮୧୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୩୩ ହଜାର ୨୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୬ ହଜାର ୮୭୨ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026
Latest News

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.