Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିର ଡ଼ିଜିଟାଲ୍ ଡ଼୍ରାଇଭ୍ କାର୍ଯ୍ୟକ୍ରମ
ଆଜିର ଖବର

ବିଜେଡ଼ିର ଡ଼ିଜିଟାଲ୍ ଡ଼୍ରାଇଭ୍ କାର୍ଯ୍ୟକ୍ରମ

February 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶ ତଥା ନିର୍ଦ୍ଦେଶ ଅନୁସାରେ ଓଡ଼ିଶାରେ ଡ଼ିଜିଟାଲ୍ ଡ଼୍ରାଇଭ୍ କାର୍ଯ୍ୟକ୍ରମ ଚାଲୁ ରହିଛି। କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ରୂପେ ଦଳୀୟ ସଭ୍ୟ ତଥା ସାଧାରଣ ଜନତା ସିଧାସଳଖ ଭାବେ ଦଳର ଆଭିମୁଖ୍ୟ ଓ ସରକାରଙ୍କ ଯୋଜନାମାନ ବିଷୟରେ ସିଧାସଳଖ ଯେପରି ଜାଣିପାରିବେ। ଏହି କାର୍ଯ୍ୟକ୍ରମ ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ୱାର୍ଡ଼ ନଂ ୨୪ ବିଜିପୁର ବିଏମ୍‌ସି ବ୍ରହ୍ମପୁରଠାରେ ଅନୁଷ୍ଠିତ ହୋଇଥିଲା।

କାର୍ଯ୍ୟକ୍ରମରେ ପୂର୍ବତନ କର୍ପୋରେଟର ତଥା ବିଜେଡ଼ି ରାଜ୍ୟ ସଂପାଦିକା ସଂଘମିତ୍ରା ଦଳେଇଙ୍କ ତତ୍ତ୍ୱାବଧାନରେ ବ୍ରହ୍ମପୁର ଯୁବ ବିଜେଡ଼ି ଉପସଭାପତି ସୂର୍ଯ୍ୟ ସୁବୁଦ୍ଧି ଉପସ୍ଥିତ ଥିଲେ। ୱାର୍ଡ଼ ସଭାପତି ୟ. ଶିବା, ୱାର୍ଡ଼ ଆଇଟି କୋଡ଼ିନେଟର ଡ଼ି. ନରେଶ, ଭୀମସେନ ଦଳେଇ, ବିର୍ଲା ମାଝୀ, ପ୍ରଜ୍ଞା ପଣ୍ଡା, ମନଶ୍ମିନୀ ବିଷୋୟୀ, ବୁଲି ଆମ୍ମା, ନିରୂପମା ବେହେରା, ଅମୀୟ ପଣ୍ଡା, ପ୍ରଣବ ସାହୁ, ପି. ନରେଶ, ମିଟୁ ମାଝୀ, ଟୁନି ମିଶ୍ର, ଜଗଦୀଶ ଦଳେଇ, ଶୁଭେନ୍ଦୁ ସ୍ୱାଇଁ, ସଂଜିମିତା ଜେନା, ମାମି ପାଣିଗ୍ରାହୀ, କବିତା ବେହେରା ଆଦି ଉପସ୍ଥିତ ରହି ଡ଼ିଜିଟାଲ୍ ଡ଼୍ରାଇଭ୍ ପାଇଁ ମାର୍ଗଦର୍ଶନ କରିଥିଲେ। ପ୍ରାୟ ୫୦ରୁ ଉର୍ଦ୍ଧ୍ୱ ବିଜେଡ଼ି ସଭ୍ୟ ବ୍ୟତୀତ ସାଧାରଣ ଜନତା ସାମିଲ ହୋଇଥିଲେ।

ନବୀନ ପଟ୍ଟନାୟକ ବିଜେଡି ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.