Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃଆରୀ ୧୭ ରେ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଞ୍ଚକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଫେବୃଆରୀ ୧୭ ରେ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଞ୍ଚକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

February 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଞ୍ଚ (ଏନଟିଏଲଏଫ)କୁ ଫେବୃଆରୀ ୧୭, ୨୦୨୧ ମଧ୍ୟାହ୍ନ ୧୨:୩୦ ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବେ।

ଏନଟିଏଲଏଫ ବିଷୟରେ

ଏନଟିଏଲଏଫର ୨୯ ତମ ଅଧିବେଶନ ୧୭ ରୁ ୧୯ ଫେବୃଆରୀ ୨୦୨୧ ମଧ୍ୟରେ ଆୟୋଜିତ ହେଉଛି। ଏହା ହେଉଛି ନ୍ୟାସନାଲ ଆସୋସିଏସନ ଅଫ ସଫ୍ଟୱେୟାର ଆଣ୍ଡ ସର୍ଭିସ କମ୍ପାନୀ [ଏନଏଏସଏସସିଓଏମ(ନାସକମ)] ଗୁଡିକର ଫ୍ଲାଗସିପ କାର୍ଯ୍ୟକ୍ରମ। ଏହି ବର୍ଷର କାର୍ଯ୍ୟକ୍ରମର ବିଷୟବସ୍ତୁ ହେଉଛି ‘ଭବିଷ୍ୟତକୁ ଉତ୍ତମ ଢଙ୍ଗରେ ଗଢି ତୋଳିବା’। ଏହି କାର୍ଯ୍ୟକ୍ରମରେ ୩୦ ରୁ ଅଧିକ ଦେଶରୁ ୧୬୦୦ ଅଂଶଗ୍ରହଣକାରୀ ଭାଗ ନେବେ ଏବଂ ତିନି ଦିନିଆ ଆଲୋଚନା ସମୟରେ ୩୦ ରୁ ଅଧିକ ଉତ୍ପାଦ ପ୍ରଦର୍ଶିତ ହେବ।

ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.