Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ ଜଣ କରୋନା ଆକ୍ରାନ୍ତ

February 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ମୟୂରଭଞ୍ଜରୁ ୭, ଝାରସୁଗୁଡାରୁ ୬, ବାଲେଶ୍ବରରୁ ୫, କଟକରୁ ୫, ବରଗଡରୁ ୪, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ରାୟଗଡ଼ାରୁ ୩, ନୂଆପଡାରୁ ୨, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨୨ କୁ ବୃଦ୍ଧି ହୋଇଛି। ତେବେ ୬୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026
Latest News

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026

ବାଙ୍କିପୁରରୁ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହେବେ କି ପ୍ରଶାନ୍ତ କିଶୋର?: ସ୍ପଷ୍ଟ କଲେ ଆରଜେଡି, କଂଗ୍ରେସ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.