Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିକେଟ ପାଇ ମଧ୍ୟ ନିର୍ବାଚନ ଲଢିବେନି ପୃଥ୍ବୀବଲ୍ଲଭ
ଆଜିର ଖବର

ଟିକେଟ ପାଇ ମଧ୍ୟ ନିର୍ବାଚନ ଲଢିବେନି ପୃଥ୍ବୀବଲ୍ଲଭ

April 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pruthvi ballav pattanaik willnot contest assembly poll
pruthvi ballav pattanaik willnot contest assembly poll

ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଆସନ୍ତା ୧୧ ତାରିଖରେ ହେବାକୁ ଥିବାବେଳେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ କରାଗଲାଣି। ତେବେ ଓଡ଼ିଶାରେ ରାଜନୈତିକ ଦଳମାନଙ୍କରେ ଟିକେଟ ବଣ୍ଟନକୁ ନେଇ ଅସନ୍ତୁଷ୍ଟ ଦେଖାଯାଉଥିବାବେଳେ କଂଗ୍ରେସରେ ଆଜି ଏକ ବ୍ୟତିକ୍ରମ ଦେଖାଦେଇଛି।  ଟିକେଟ ପାଇ ମଧ୍ୟ ଏଥର ନିର୍ବାଚନ ଲଢ଼ିବେନି ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକ। ବେଗୁନିଆରୁ ପୃଥ୍ବୀଙ୍କୁ ପ୍ରାର୍ଥୀ କରିଥିଲା କଂଗ୍ରେସ ତେବେ ବ୍ୟକ୍ତିଗତ କାରଣରୁ ନିର୍ବାଚନ ଲଢ଼ିବେନି ବୋଲି କହିଛନ୍ତି ପୃଥ୍ବୀ, ଏହି ବିଷୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସୂଚନା ଦେଇଛନ୍ତି। ବେଶ୍‌ କିଛିଦିନ ଧରି ପୃଥ୍ବୀ ବେଗୁନିଆରୁ ନିର୍ବାଚନ ଲଢିବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏନେଇ ସେ ସିଧାସଳଖ ସୂଚନା ମଧ୍ୟ ଦେଇଥିଲେ। ତେବେ ନିର୍ଣ୍ଣାୟକ ମୁହୂର୍ତ୍ତରେ ପୃଥ୍ବୀ ଟିକେଟ ପାଇ ମଧ୍ୟ ନିର୍ବାଚନ  ନ ଲଢିବାର ନିଷ୍ପତ୍ତି ନେବା ପରେ ଏବେ ବେଗୁନିଆରେ କଂଗ୍ରେସର ସମୀକରଣ କ’ଣ ହେବ, ତାହା ଦେଖିବାକୁ ବାକି ରହିଲା।

denies poll thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

BRICS ଶିଖରକୁ ନେଇ ବଢ଼ିଲା ଚର୍ଚ୍ଚା! ଭାରତ ପାଇଁ ମହାମଞ୍ଚ ନା କୂଟନୈତିକ ଚ୍ୟାଲେଞ୍ଜ?

September 9, 2026

ସେପ୍ଟେମ୍ବର ୨୨ରେ ଏକତା ନଗରରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

September 9, 2026

କୋଇଲା କ୍ଷେତ୍ରରେ ପ୍ରଗତି ଏବଂ ସଫଳତା: ୨୦୧୪ ମସିହାରୁ ଏମସିଏଲର ପରିବର୍ତ୍ତନଶୀଳ ଯାତ୍ରା

September 9, 2026

ଆବୁଧାବିରେ ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ହେମନ୍ତ ଶର୍ମା

September 9, 2026
Latest News

ନକଲି ପିଏମ୍‌ଓ ଅଫିସର ଗିରଫ

September 9, 2026

ପାରା ଆର୍ଚେରୀ ୱାର୍ଲ୍ଡ ସିରିଜ୍‌: ଭାରତକୁ ୨ ସ୍ୱର୍ଣ୍ଣ, ୧ ରୌପ୍ୟ

September 9, 2026

BRICS ଶିଖରକୁ ନେଇ ବଢ଼ିଲା ଚର୍ଚ୍ଚା! ଭାରତ ପାଇଁ ମହାମଞ୍ଚ ନା କୂଟନୈତିକ ଚ୍ୟାଲେଞ୍ଜ?

September 9, 2026

ସେପ୍ଟେମ୍ବର ୨୨ରେ ଏକତା ନଗରରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

September 9, 2026

କିଟ୍ ନିଷ୍ପତ୍ତି ବଦଳାଇଲା ହକି ଇଣ୍ଡିଆ: ପୁଣି ‘ବ୍ଲୁ ଜର୍ସି’ରେ ଖେଳିବ ଭାରତୀୟ ହକି ଟିମ୍

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.