
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟଛି। ଏହି ମୃତକଙ୍କ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି। ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣଙ୍କ ମୟୂରଭଞ୍ଜ ଜିଲ୍ଲାର ବୋଲି ସୂଚନା ଦେଇଛି। ସେ ଜଣେ ପୁରୁଷ ଏବଂ ତାଙ୍କର ବୟସ ୫୦ ବର୍ଷ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
Tags: କରୋନା ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା