Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନ୍ୟା ଯାତ୍ରୀ ଗାଡି ଓଲଟି ୩ ମୃତ ଘଟଣା: ଗାଁରେ ଶୋକାକୂଳ ପରିବେଶ
ଆଜିର ଖବର

କନ୍ୟା ଯାତ୍ରୀ ଗାଡି ଓଲଟି ୩ ମୃତ ଘଟଣା: ଗାଁରେ ଶୋକାକୂଳ ପରିବେଶ

February 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋହନା: ଗଜପତି ଜିଲ୍ଲା ରା. ଉଦୟଗିରି ପଞ୍ଚାୟତ ଅନ୍ତର୍ଗତ କଙ୍କଡ଼ାଗୁଡ଼ା ବୁଲାଣିରେ ଗତ ୧୧ ତାରିଖରେ ବରଘରକୁ କନ୍ୟାଯାତ୍ରୀ ଧରି ଯାଉଥିବା ଏକ ୪୦୭ ମିନିଟ୍ରକ ଓଲଟି ପଡିବାରୁ ଘଟଣାସ୍ଥଳରେ ଗାଡ଼ି ତଳେ ଚାପି ହୋଇ ୨ ଜଣ ଯାମଡ଼ିହ ଗ୍ରାମର ଜୟନ୍ତ ଦଳବେହେରା ଓ ଗାୟତ୍ରୀ ରଇତଙ୍କର ମୃତ୍ୟୁ ଘଟିଥିବା ବେଳେ ବ୍ରହ୍ମପୁର ବଡ଼ ମେଡ଼ିକଲରେ ଚିକିତ୍ସିତ ଅବସ୍ଥାରେ ୫ ବର୍ଷର ନାବାଳିକା ଝିଅ ଗାୟତ୍ରୀ ମଣ୍ଡଳ ମୃତ୍ୟୁବରଣ କରିଥିଲେ।

ଗ୍ରାମରେ ମୃତଦେହ ପହଞ୍ଚିବାପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ଏଭଳି ଦୁଃଖଦ ଘଟଣାରେ ଆଖପାଖ ଗ୍ରାମର ଲୋକେ ମ୍ରିୟମାଣ ହୋଇ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ। ମୃତ୍ୟୁବରଣ କରିଥିବା ପରିବାରଙ୍କୁ ସାନ୍ତ୍ଵନା ଦେବାପାଇଁ ଗାଁରେ ପହଞ୍ଚିଥିଲେ ମୋହନା ବ୍ଲକ ଅଧ୍ୟକ୍ଷା ସୁକି ଶବର, ବ୍ଲକ ବିଜେଡ଼ି ସଭାପତି ରଞ୍ଜିବ ଶବର ଓ ଆଦିବାସୀ ନେତା ରାମ ଦଳବେହେରା।

ଅପରପକ୍ଷେ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଥିବା  ଆହତମାନଙ୍କ  ପାଖରେ ମୋହନା ବିଡିଓ ବଂଶୀଧର ଖୋସ୍ଲା, ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ଲକ ସହକାରୀ ଯନ୍ତ୍ରୀ ଜଗବନ୍ଧୁ ଆଚାର୍ଯ୍ୟ ପହଞ୍ଚି ଆଶ୍ଵସନା ଦେବା ସହ ଆରୋଗ୍ୟ କାମନା କରିଥିଲେ। ବିଡିଓ ଶ୍ରୀ ଖୋସ୍ଲା ଗୁରୁତର ଆହତ ୮ ଜଣ ରୋଗୀଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକ ମେଡ଼ିକାଲ ନେବାପାଇଁ ଗ୍ରସ୍ତ ଖର୍ଚ୍ଚ ବାବଦକୁ ପରିବାରବର୍ଗଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ଓଡିଶାର ଚିଟଫଣ୍ଡ ଜମାକାରୀଙ୍କୁ ମିଳିବ ଟଙ୍କା, ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

December 22, 2025
Latest News

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ଓଡିଶାର ଚିଟଫଣ୍ଡ ଜମାକାରୀଙ୍କୁ ମିଳିବ ଟଙ୍କା, ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

December 22, 2025

ଟ୍ରମ୍ପଙ୍କୁ ଝଟକା!: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେଲା ମୁକ୍ତ ବାଣିଜ୍ୟ ଚୁକ୍ତିନାମା

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.