Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ ଉପରେ ଖସି ପଡ଼ିଲା ଲୁହାପଥର ବୋଝେଇ ଟ୍ରକ
ଆଜିର ଖବର

ବସ ଉପରେ ଖସି ପଡ଼ିଲା ଲୁହାପଥର ବୋଝେଇ ଟ୍ରକ

February 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବସ ଉପରେ ଖସି ପଡ଼ିଲା ଲୁହାପଥର ବୋଝେଇ ଟ୍ରକ

କେନ୍ଦୁଝର, କେନ୍ଦୁଝରରେ ଏକ ଯାତ୍ରୀବାହୀ ବସ ଉପରେ ଅନ୍ୟ ଏକ ଲୁହାପଥର ବୋଝେଇ ଟ୍ରକ ଖସି ପଡିଛି। ଘଟଣାରୁ ଜଣାପଡିଛି ଯେ, ମୟୁରଭଞ୍ଜ କରଞ୍ଜିଆରୁ OD 05-F 6899,(ପଦ୍ମାବତୀ) ନମ୍ବର ବିଶିଷ୍ଠ ବସଟି ଭୁବନେଶ୍ୱର ଅଭିମୁଖେ ଯାଉଥିଲା। କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ଶାଳପଡ଼ା ଠାରେ ଥିବା ଓଭର ବ୍ରିଜ ତଳେ ବସ ଟି ଅତିକ୍ରମ କରିଥିବା ସମୟରେ ବ୍ରିଜ ଉପରେ ଯାଉଥିବା ଏକ ଲୁହାପଥର ବୋଝେଇ ଟ୍ରକ ଭାରସାମ୍ୟ ହରାଇ ତଳକୁ ଖସି ବାସ ଉପରେ ପଡିଥିଲା।

ସୌଭାଗ୍ୟ ବଶତଃ ବସ ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ବେଳେ ଟ୍ରକ ଡ୍ରାଇଭର ଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।ବସ ର କଣ୍ଡକ୍ଟର ମଧ୍ୟ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳୁଛି।ଖବର ପାଇ ଘଷିପୁରା ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ରେ ପହଁଚି ଆହତ ମାନଙ୍କୁ ଡାକ୍ତର ଖାନାରେ ଭର୍ତି କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

bus accident keonjhar
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.