Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାର ନୂଆ ଷ୍ଟ୍ରେନ ବ୍ୟାପିବା ଆଶଙ୍କା: କଟକଣା ନିୟମ ପାଳନ ନକଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ
ଆଜିର ଖବର

କରୋନାର ନୂଆ ଷ୍ଟ୍ରେନ ବ୍ୟାପିବା ଆଶଙ୍କା: କଟକଣା ନିୟମ ପାଳନ ନକଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ

February 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ବରେ କରୋନାର ନୂଆ ଷ୍ଟ୍ରେନ ବ୍ୟାପିବା ଆଶଙ୍କା ବଢୁଛି। ଦେଶରେ ସ୍ୱାସ୍ଥ୍ୟ ବିଭାଗ ଏନେଇ ସମସ୍ତ ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ତେଣୁ ରାଜ୍ୟରେ କୋଭିଡ୍‌ କଟକଣାକୁ କଡାକଡି କରିବା ପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସମସ୍ତ ଜିଲ୍ଲାପାଳ, ପୌର କମିଶନର ଓ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି।

ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କର୍ମ କ୍ଷେତ୍ରରେ, ଶିକ୍ଷାନୁଷ୍ଠାନ, ଶିଳ୍ପାଞ୍ଚଳ ଓ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ ବୋଲି ନିର୍ଦ୍ଧେଶ ହୋଇଛି। ବଜାର, ହାଟ ଓ ଅନ୍ୟ ସ୍ଥାନରେ ମାଇକ୍‌ରେ ସଚେତନ କରି ଓ ଶିକ୍ଷାନୁଷ୍ଠାନ ସମେତ ସବୁ ଅଫିସ୍‌ରେ କୋଭିଡ୍ ନିୟମ ପାଳନ କଡ଼ାକଡ଼ି କରିବା ପାଇଁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।

ଅଫିସ୍ ଓ ଅନୁଷ୍ଠାନରେ ଯେମିତି କୋଭିଡ୍‌ ନିୟମ କଡ଼ାକଡ଼ି ଭାବେ ପାଳନ ହେବ ସେଥିପାଇଁ ସଂପୃକ୍ତ ଅନୁଷ୍ଠାନ ଓ ଅଫିସ୍ ମୁଖ୍ୟଙ୍କୁ ନିୟମ ପାଳନର ତଦାରଖ ଦାୟିତ୍ୱ ଦେବାକୁ ଚିଠିରେ ଉଲ୍ଲେଖ ରହିଛି।

ନିୟମ ପାଳନ କରୁ ନଥିବା ବ୍ୟକ୍ତିଙ୍କ କିମ୍ବା ସଂସ୍ଥା ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

ନୂଆ ଷ୍ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026
Latest News

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.