Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାକିରୀ କରାଇଦେବାକୁ ଲାଞ୍ଚ: ଭିଜିଲାନ୍ସ ହାତରେ ଧରା ହେଲେ ଆଦର୍ଶ ବିଦ୍ୟାଳୟ ପ୍ରନ୍ସିପାଲ
ଆଜିର ଖବର

ଚାକିରୀ କରାଇଦେବାକୁ ଲାଞ୍ଚ: ଭିଜିଲାନ୍ସ ହାତରେ ଧରା ହେଲେ ଆଦର୍ଶ ବିଦ୍ୟାଳୟ ପ୍ରନ୍ସିପାଲ

February 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରସ୍ଥିତ ଆଦର୍ଶ ବିଦ୍ୟାଳୟରେ ପିଅନ ଚାକିରୀ ରେ ନିଯୁକ୍ତି ଦେବାପାଇଁ ୪୦ ହଜାର ଟଙ୍କା ଲାଂଚ ନେଉଥିବା ବେଳେ ଭିିଲାନ୍ସ ହାତରେ ପ୍ରନ୍ସିପାଲ ଧରାପଡିଥିବା ସୂଚନା ମିଳିଛି।

ଘଟଣାରୁ ପ୍ରକାଶେଯ, ମ.ରାମପୁର ଚାରିଛକର ଭୀମା ବାଗଙ୍କ ପୁଅ ଗଙ୍ଗାଧର ବାଗଙ୍କୁ ପିଅନ-ଚୌକିଦାର ପଦବୀରେ ନିଯୁକ୍ତି ଦେବାକୁ ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ କ୍ଷିତିଶ ବିଶ୍ୱାଳ କୁଆଡେ ଏକ ଲକ୍ଷ ଟଙ୍କା ଲାଂଚ ଦାବୀ କରିଥିଲେ। ଗଙ୍ଗାଧର ଗରିବ ପରିବାରର ହୋଇଥିବାରୁ ଦାବୀ ମୁତାବକ ଟଙ୍କା ଦେଇପାରିନଥିଲେ। ପ୍ରିନ୍ସିପାଲ ଶେଷରେ ୫୦ ହଜାର ଟଙ୍କାରେ ରାଜି ହୋଇ ୪୦ ହଜାର ଟଙ୍କା ଏଡଭାନ୍ସ ଦାବୀ କରିଥିଲେ। ଗରିବ ଗଙ୍ଗାଧର ବାଧ୍ୟ ହୋଇ ଭିଜିଲାନ୍ସ ବିଭାଗ ସହ ଯୋଗାଯୋଗ କରିଥିଲେ।

ଅଭିଯୋଗ ଅନୁସାରେ କୋରାପୁଟ ଭିଜିଲାନ୍ସ ଥାନା କେଶ ନଂ.୦୭/୨୧ ରେ ଏକ କେଶ ରୁଜ୍ଜୁ କରାଯାଇ କଳାହାଣ୍ଡି ଭିଜିଲାନ୍ସ ଡିଏସପିଙ୍କୁ ଘଟଣାର ତଦନ୍ତ ଦାୟୀତ୍ୱ ଦିଆଯାଇଥିବା ପ୍ରକାଶ। ଚୁକ୍ତି ଅନୁସାରେ ପ୍ରିନ୍ସିପାଲ ଆଦର୍ଶ ବିଦ୍ୟାଳୟ ଠାରୁ ୩/୪ କି.ମି. ଦୂରରେ ଏକ ପଡିଆରେ ଟଙ୍କା ଦେବାକୁ କହିଥରବା ବେଳେ ପୂର୍ବ ଯୋଜନା ଅନୁଯାୟୀ ଗଙ୍ଗାଧର ପ୍ରିନ୍ସିପାଲ କ୍ଷିତିଶ ବିଶ୍ୱାଳଙ୍କୁ ୪୦ ହଜାର ଟଙ୍କା ଦେବା ସମୟରେ ଭିଜିଲାନ୍ସ ପକ୍ଷରୁ କାବୁ କରାଯାଇ ଘଟଣାର ଅଧିକ ତଦନ୍ତ ଚାଲିଥିବା ଜଣାପଡିଛି।

ଆଦର୍ଶ ବିଦ୍ୟାଳୟ ଭିଜିଲାନ୍ସ ଜାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026
Latest News

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.