Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିନ୍ତା ବଢାଉଛି କରୋନାର ନୂଆ ଷ୍ଟ୍ରେନ: ୭ ଦିନ ପାଇଁ ଏହି ଦୁଇଟି ସହରକୁ କରାଗଲା ସମୁର୍ଣ୍ଣ ଲକଡ଼ାଉନ
ଆଜିର ଖବର

ଚିନ୍ତା ବଢାଉଛି କରୋନାର ନୂଆ ଷ୍ଟ୍ରେନ: ୭ ଦିନ ପାଇଁ ଏହି ଦୁଇଟି ସହରକୁ କରାଗଲା ସମୁର୍ଣ୍ଣ ଲକଡ଼ାଉନ

February 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଦେଶରେ କରୋନାର ନୂଆ ଷ୍ଟ୍ରେନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବିଶେଷ କରି ଏହି ଷ୍ଟ୍ରେନରେ ଆକ୍ରାନ୍ତ ହେଉଥିବା ସଂଖ୍ୟା ମହାରାଷ୍ଟ୍ରରେ ବେଶୀ ଦେଖାଦେଉଛି। ସେଥିପାଇଁ ବିଏମସିରେ ୧୩୦୫ ଟି ଗୃହକୁ ସିଲ କରି ଦିଆଯାଇଛି।

ଏହାସହିତ ଅମରାବତୀ ଏବଂ ଅଚଳପୁର ସହରକୁ ସାତ ଦିନ ପାଇଁ ସଂପୂର୍ଣ୍ଣ ଲକଡ଼ାଉନ କରାଯାଇଛି। ଏହି ସବୁ ଅଞ୍ଚଳରେ ବଡ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମହାରାଷ୍ଟ୍ର ମନ୍ତ୍ରୀ ୟଶୋମତି ଠାକୁର ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ଲକ ଡ଼ାଉନ ସମୟରେ କେବଳ ଅତ୍ୟାବଶ୍ୟକ ସେବାକୁ ଛାଡି ଅନ୍ୟ ସବୁ ସଂସ୍ଥା ବନ୍ଦ ରହିବ।

କରୋନା ନୂଆ ଷ୍ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.