Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ମଜଦୂର ସଙ୍ଘ୍ ୧୬ତମ ଜିଲ୍ଲା ଅଧିବେଶନ ଅନୁଷ୍ଠିତ
ଆଜିର ଖବର

ଭାରତୀୟ ମଜଦୂର ସଙ୍ଘ୍ ୧୬ତମ ଜିଲ୍ଲା ଅଧିବେଶନ ଅନୁଷ୍ଠିତ

February 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଭାରତୀୟ ମଜଦୂର ସଂଘ କୁ ନେଇ ଆଜି ଧର୍ମଗଡ ବିଜୁକଲ୍ୟାଣ ମଣ୍ଡପ ଠାରେ ୧୬ ତମ ଜ଼ିଲ୍ଲା ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ଅଖିଳ ଭାରତୀୟ ନିର୍ମାଣ ମଜଦୂର ସଂଘ ପ୍ରଭାରୀ, ସଂଘ ର କର୍ମକର୍ତ୍ତା ବିରଞ୍ଚି ନାରାୟଣ ପଣ୍ଡା, ଦେବେନ୍ଦ୍ର ପଟ୍ଟଯୋଶୀ ପୂର୍ବତନ ରାଜ୍ୟ କାର୍ଯ୍ୟକାରୀ ସଭାପତି ଓଡିଶା ଭାରତୀୟ ମଜଦୂର ସଂଘ, ବିଏମଏସର ଓଡିଶା ପ୍ରଦେଶର ସମ୍ପାଦକ ଯୋଗେଶ୍ୱର ଦାସ, ବିଏମଏସ ପଶ୍ଚିମ ଓଡିଶା ସମ୍ପାଦକ ଅରୁଣ ସାହୁ, ଜ଼ିଲ୍ଲା ସଭାପତି ବିଶ୍ୱ ରଞ୍ଜନ ସା, ଦୀନେଶ ଅଗ୍ରୱାଲ, ଜୟନ୍ତ ପଣ୍ଡା, ସୁରେନ୍ଦ୍ର କର, ଝୁନୁପମା ଶତପଥି ଅଙ୍ଗନବାଡି ୱାର୍କରସ ସଂଘ ର ଜ଼ିଲ୍ଲା ସଭାନେତ୍ରୀ, ଶ୍ୟାମ ସୁନ୍ଦର ଅଗ୍ରୱାଲ ସମାଜ ସେବି ଗୋଲାମୁଣ୍ଡା, ପ୍ରମୁଖ ଉପସ୍ଥିତ ରହି ମଞ୍ଚାସିନ ଅତିଥି ରହି ଥିବା ବେଳେ ସୁରେନ୍ଦ୍ର କର ସଭା ଟିକୁ ପରିଚାଳନା କରି ଥିଲେ।

ସଭା ଆରମ୍ଭ କରିବା ପୂର୍ବରୁ ଭାରତ ମାତାର ସ୍ଲୋଗାନ ଦେଇ ଭାରତ ମାତା, ପ୍ରଭୁ ବିଶ୍ୱକର୍ମା, ବିଏମଏସ ର ଜନ୍ମ ଦାତା ବାବୁ ରାୟ ତନ୍ତେପନ୍ତେ ଠେଁଙ୍ଗଡ଼ି ଜି ପ୍ରତିମୂର୍ତ୍ତି ପାଖରେ ପ୍ରଦୀପ ପ୍ରଜ୍ଜ୍ଵଳନ କରି ପୁଷ୍ପ ମାଲ୍ୟ ଅର୍ପଣ କରାଯାଇ ସଂଘର କାର୍ଯ୍ୟକ୍ରମକୁ ଆଗକୁ ବଢ଼ା ଯାଇଥିବା ସହିତ ନୂତନ ଭାବରେ କର୍ମକର୍ତ୍ତାମାନ ଚୟନ କରାଯାଇଥିଲା।

ଅଧିବେଶନ ଉପରେ ବିଭିନ୍ନ ବ୍ଲକ ରୁ ଆସିଥିବା କେତେକ ମଜଦୂର ଭାଇ ମାନଂକୁ ମଜଦୂର ପ୍ରମାଣ କାର୍ଡ ବଣ୍ଟନ କରାଯାଇ ଥିଲା। ଏହି ସଭାଟିକୁ ଜ଼ିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଶତାଧିକ ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ମଜଦୂର ଭାଇମାନେ ଓ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ରହିଥିବା ବେଳେ ଅଙ୍ଗନବାଡି କର୍ମୀମାନଙ୍କ ମଧ୍ୟରୁ ଅଙ୍ଗନବାଡି ସଂଘର ଜ଼ିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟା ଜସ୍ମିନ ନାଏକ, ଧର୍ମଗଡ ବ୍ଲକ ଅଙ୍ଗନବାଡି ସଂଘର ସମ୍ପାଦିକା ପାର୍ବତୀ ଜାଲ, ସରୋଜିନୀ ଖମାରୀ, କୋକସରା ବ୍ଲକ ସଭାନେତ୍ରୀ ଦମୟନ୍ତୀ ଵେଶ୍ରା ଓ ତୁଳସୀ ଵେଶ୍ରା ଓଗୋଲାମୁଣ୍ଡା ବ୍ଲକ ସଭାନେତ୍ରୀ ହସ୍ତା ସେଠୀଆ ଓ ଜୁନାଗଡ ବ୍ଲକ ସଭାନେତ୍ରୀ ସଂଜୀବନୀ ପାଢୀ, ଜ଼ିଲ୍ଲା ସମ୍ପାଦିକା ପ୍ରେମଲତା ସାମନ୍ତରାୟ ଉପସ୍ଥିତ ରହି ସଭା ଟିକୁ ପରିଚାଳନା କରିବାରେ ପୂର୍ଣ୍ଣ ସହ ଯୋଗ କରି ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ସୁନାର ମୂଲ୍ୟ କମିଲା ନା ବଢିଲା?: ଜାଣନ୍ତୁ ଆଜିର ଦର

December 22, 2025

ଉଡ଼ାଣର କିଛି ମିନିଟ୍ ରେ ବିମାନର ଜରୁରୀକାଳୀନ ଅବତରଣ: ଅଳ୍ପକେ ବର୍ତ୍ତିଲେ ଶତାଧିକ ଯାତ୍ରୀ

December 22, 2025
Latest News

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ଓଡିଶାର ଚିଟଫଣ୍ଡ ଜମାକାରୀଙ୍କୁ ମିଳିବ ଟଙ୍କା, ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

December 22, 2025

ଟ୍ରମ୍ପଙ୍କୁ ଝଟକା!: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେଲା ମୁକ୍ତ ବାଣିଜ୍ୟ ଚୁକ୍ତିନାମା

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.