Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଲଟିଗଲା କୋଇଲା ବୋଝେଇ ଟ୍ରକ
ଆଜିର ଖବର

ଓଲଟିଗଲା କୋଇଲା ବୋଝେଇ ଟ୍ରକ

February 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗୋପାଳପୁର ପୋର୍ଟକୁ ଯାଉଥିବା ଏକ କୋଇଲା ବୋଝେଇ ଟ୍ରକ ଆଜି କଳିଙ୍ଗା ଘାଟି ନିକଟରେ ଓଲଟି ପଡ଼ିବାରୁ ଗାଡ଼ିର ଡ଼୍ରାଇଭର ଏବଂ ହେଲ୍‌ପର ଆହତ ହୋଇଛନ୍ତି। ଘଟଣାରୁ ପ୍ରକାଶ ଯେ କୋଇଡ଼ା ବଡ଼ବିଲ୍‌ରୁ ଲୁହାପଥର ବୋଝେଇ କରି ଏକ ଟ୍ରକ (ଓଡ଼ି ୧୬ ଏଫ୍ ୫୪୬୦) ଗୋପାଳପୁର ପୋର୍ଟକୁ ଯାଉଥିବାବେଳେ କଳିଙ୍ଗା ଘାଟି ଭାଲିଆପଟା ନିକଟ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ଏଥିରେ ଡ଼୍ରାଇଭର ଉସ୍ତାବୁଲ୍ ଅନସାରୀ (୨୫) ଓ ହେଲ୍‌ପର ମୋବିନ୍ ଅନସାରୀ (୧୯) ଆହତ ହୋଇଥିଲେ। ଜି. ଉଦୟଗିରି ପୋଲିସ୍ ପେଟ୍ରୋଲିଂ ସମୟରେ ଏହି ଦୁର୍ଘଟଣା ଦେଖି ଉଭୟ ଆହତଙ୍କୁ ଉଦ୍ଧାର କରି ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍‌କୁ ପଠାଇ ଦିଆଯାଇଛି।

ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026

ଆଜି ନବ ଯୌବନ ଦର୍ଶନ, ଦିନକ ପରେ ଶ୍ରୀଗୁଣ୍ଡିଚା, ସଜେଇ ହେଲାଣି ବଡ ଦାଣ୍ଡ

July 14, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

July 14, 2026
Latest News

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026

ଆଜି ନବ ଯୌବନ ଦର୍ଶନ, ଦିନକ ପରେ ଶ୍ରୀଗୁଣ୍ଡିଚା, ସଜେଇ ହେଲାଣି ବଡ ଦାଣ୍ଡ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.