ଏହି ଦୁଇଟି ରାଶିର ବ୍ୟକ୍ତିମାନେ ଦୟାକରି ଅନ୍ୟର ଝଗଡାରେ ପଶୁନ୍ତୁ ନାହିଁ, ହୋଇପାରେ ଅନିଷ୍ଠ

Published: Feb 25, 2021, 11:59 pm IST

କୁମ୍ଭ- ନିଜ ଜିନିଷଗୁଡିକ ସୁରକ୍ଷିତ ରଖନ୍ତୁ। ବିପଦ ପୂର୍ଣ୍ଣ କାମ କରନ୍ତୁ ନାହିଁ । ନୂତନ ସମ୍ପର୍କ ପ୍ରତି ସତର୍କ ରୁହନ୍ତୁ । ବିରୋଧୀମାନେ ସକ୍ରିୟ ହେବେ। ବ୍ୟବସାୟିକ କ୍ଷେତ୍ର ବିକାଶ ଏବଂ ବିସ୍ତାର ହେବ। ଉପହାର ମିଳିପାରେ।

ମୀନ- ଅପ୍ରତ୍ୟାଶିତ ଲାଭ ହେବ। ଭ୍ରମଣ କରିବେ। ବାଣିଜ୍ୟିକ କିମ୍ବା ବ୍ୟକ୍ତିଗତ କାର୍ଯ୍ୟରେ ଏକ ମନୋରମ ଯାତ୍ରାରେ ଯାଇପାରନ୍ତି। ପଢିବାକୁ ଆଗ୍ରହ ବୃଦ୍ଧି ପାଇବ । ଅନ୍ୟମାନଙ୍କ ସହିତ ଜଡିତ ହୁଅନ୍ତୁ ନାହିଁ । ଆର୍ଥିକ ଅବସ୍ଥା ଭଲ ହେବ ।

Related posts