Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଆନ୍‌ ଗୁଆଡିଓଙ୍କ ବିପକ୍ଷରେ ଅପରାଧିକ ମାମଲା
ଆଜିର ଖବର

ଜୁଆନ୍‌ ଗୁଆଡିଓଙ୍କ ବିପକ୍ଷରେ ଅପରାଧିକ ମାମଲା

April 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Venezuela's National Assembly head Juan Guaidó to face criminal case
Venezuela's National Assembly head Juan Guaidó to face criminal case

ଭେନେଜୁଏଲାର ବିପକ୍ଷ ଦଳର ମୁଖ୍ୟ ନେତା  ଜୁଆନ୍‌ ଗୁଆଡିଓଙ୍କ ବିପକ୍ଷରେ ଅପରାଧିକ ମାମଲା ରୁଜୁ କରାଯାଇଛି। ଦେଶର ସର୍ବୋଚ୍ଚ କୋର୍ଟରେ ଗୁଆଡିଓଙ୍କ ବିପକ୍ଷରେ ଏହି ମାମଲା ଚାଲିବ ବୋଲି ଜଣାପଡିଛି। ରହିଥିବା ପ୍ରମାଣ ଅନୁଯାୟୀ ଗୁଆଡିଓଙ୍କ ବିପକ୍ଷରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଦେଶଦ୍ରୋହ ଅଭିଯୋଗରେ ଏହି ମାମଲା ରୁଜୁ କରାଯାଇଥିବା ବେଳେ ଆଇନ୍‌ ବ୍ୟବସ୍ଥା ଅନୁଯାୟୀ ଗୁଆଡିଓଙ୍କ ବିପକ୍ଷରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାରୀ ଦଳର ମୁଖ୍ୟ ଜୁଲିଓ ଗାର୍ସିଆ ଜେର୍ପା କହିଛନ୍ତି। ଗୁଆଡିଓ ଯଦି ଏହି ମାମଲାରେ ସମ୍ପୃକ୍ତ ଥାନ୍ତି ତେବେ ନିଜ କର୍ମର ଦଣ୍ଡ ତାଙ୍କୁ ଭୋଗିବାକୁ ପଡିବ ବୋଲି ବିପକ୍ଷ ଦଳର ଅନ୍ୟତମ ସଦସ୍ୟ ଦିଓସାଡୋ କାବେଲୋ ପ୍ରକାଶ କରିଛନ୍ତି।

case oppositionleader thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.