Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରୋଇ ହସ୍ପିଟାଲରେ ଟିକାର ମୂଲ୍ୟ ୨୫୦ ଟଙ୍କା!: ଖୁବ ଶୀଘ୍ର ହୋଇପାରେ ଔପଚାରିକ ଘୋଷଣା
ଆଜିର ଖବର

ଘରୋଇ ହସ୍ପିଟାଲରେ ଟିକାର ମୂଲ୍ୟ ୨୫୦ ଟଙ୍କା!: ଖୁବ ଶୀଘ୍ର ହୋଇପାରେ ଔପଚାରିକ ଘୋଷଣା

February 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନ
ଆଜି ୧୪ ବର୍ଷର ବାଳିକାଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ କରୋନା ଟିକା ୧୬ ଜାନୁୟାରୀଠାରୁ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟ ଟିକାକରଣରେ ସ୍ୱାସ୍ଥ୍ୟକର୍ମୀ ଏବଂ ସମ୍ମୁଖ କର୍ମଚାରୀମାନଙ୍କୁ ସାମିଲ କରାଯାଇଛି। ମାର୍ଚ୍ଚ ୧ ତାରିଖରୁ ଦ୍ଵିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଟିକା ଦିଆଯିବ। ଘରୋଇ ହସ୍ପିଟାଲରେ ମଧ୍ୟ ଏହି ଟିକା ନେବାର ବ୍ୟବସ୍ଥା ରହିଛି। ତେବେ ଘରୋଇ ହସ୍ପିଟାଲରେ ୧୦୦ ଟଙ୍କାର ସର୍ଭିସ ଚାର୍ଜକୁ ମିଶାଇ ଗୋଟିଏ ଡୋଜ ପିଛା ୨୫୦ ଟଙ୍କା ହେବ ବୋଲି ସୂଚନା ରହିଛି।

ହେଲେ କରୋନା ଟିକାର ମୂଲ୍ୟ ଏଯାଏଁ ଘୋଷଣା କରାଯାଇ ନାହିଁ। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଏହାର ଔପଚାରିକ ଘୋଷଣା କରାଯିବ ବୋଲି ଆଶା କରାଯାଉଛି। ଘୋଷଣା ପରେ ଏହାର ପ୍ରକୃତ ମୂଲ୍ୟ ସ୍ପଷ୍ଟ ହେବ ବୋଲି କୁହାଯାଉଛି।

ଉଲ୍ଲେଖ ଯୋଗ୍ୟଯେ , ଆସନ୍ତା ମାର୍ଚ୍ଚ ୧ ତାରିଖରୁ ବହୁବିଧି ରୋଗରେ ଆକ୍ରାନ୍ତ ୪୫ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କ ଲୋକଙ୍କୁ କରୋନା ଟିକା ଦିଆଯିବ। ସେଥିପାଇଁ ଭୁବନେଶ୍ୱରରେ ମୋଟ ୨୨ଟି ହସ୍ପିଟାଲକୁ ଚିହ୍ନଟ କରାଯାଇଛି। ୨୨ ଟି ହସ୍ପିଟାଲ ମଧ୍ୟରୁ ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକା ଦିଆଯିବ। ଘରୋଇ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ଟିକା ନେବା ପାଇଁ କୋୱିନ ୨.୦ରେ ପଞ୍ଜୀକରଣ କରିବାକୁ ପଡିବ। ସୋମବାର ଠାରୁ ଘରୋଇ ହସ୍ପିଟାଲରେ ଟିକା ନେବା ପାଇଁ ପଞ୍ଜୀକରଣ କରିହେବ। ମଙ୍ଗଳବାରଠାରୁ ଘରୋଇ ହସ୍ପିଟାଲରେ ଟିକା ନେଇପାରିବେ।

ଔପଚାରିକ ଘୋଷଣା ଘରୋଇ ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.