Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଗୁଲ୍‌ ଇଣ୍ଡିଆରେ ଯୋଗ ଦେଲେ ମୟୁରୀ କାଙ୍ଗୋ
ଆଜିର ଖବର

ଗୁଗୁଲ୍‌ ଇଣ୍ଡିଆରେ ଯୋଗ ଦେଲେ ମୟୁରୀ କାଙ୍ଗୋ

April 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bollywood actress mayoori kango is now google india industry chief
bollywood actress mayoori kango is now google india industry chief

ବଲିଉଡ୍‌ ଅଭିନେତ୍ରୀ ମୟୁରୀ କାଙ୍ଗୋ ଗୁଗୁଲ୍‌ ଇଣ୍ଡିଆର ଏଜେନ୍ସି ମୁଖ୍ୟ ଭାବରେ ଯୋଗ ଦେଇଛନ୍ତି। ଗୁଗୁଲ୍‌ରେ ଯୋଗ ଦେବା ପୂର୍ବରୁ ଏହି ଅଭିନେତ୍ରୀ ଜଣକ ପର୍ଫରମିକ୍ସରେ ପରିଚାଳନା ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ଏହା ପରେ ଡିଜିଟାସ୍‌ ସହିତ ସହକାରୀ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିବା ପରେ ମେଡିଆ ଆଣ୍ଡ ଜେନିଥ୍‌ରେ ମୁଖ୍ୟ ଡିଜିଉଟାଲ ଅଫିସର ଭାବରେ କାର୍ଯ୍ୟ କରିଥିଲେ। ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ଆମେରିକାରେ ଅବସ୍ଥାନ କରିଥିବା ମୟୁରୀ ନ୍ୟୁୟର୍କର ବାରୁକ୍‌- ଜିକ୍‌ଲିନ୍‌ ସ୍କୁଲ ଅଫ୍‌ ବିଜିନେସ୍‌ରୁ ନିଜର ଏମ୍‌ବିଏ ଡିଗ୍ରୀ ହାସଲ କରିଛନ୍ତି। ୧୯୯୫ରେ ଜାତୀୟ ପୁରସ୍କାର ପ୍ରାପ୍ତ ଫିଲ୍ମ ନସୀମ୍‌ରେ ଅଭିନୟ କରିବା ପାଇଁ ମୟୁରୀ ଆଇଆଇଟି କାନପୁର ଛାଡିଥିଲେ। ନିଜ କ୍ୟାରିୟରରେ ଅଜୟ ଦେବଗନ ଏବଂ ବବି ଦେଓଲଙ୍କ ସହିତ କାମ କରିଥିବା ଏହି ଅଭିନେତ୍ରୀ ୨୦୦୩ରେ ଆଦିତ୍ୟ ଧିଲୋନ୍‌ଙ୍କୁ ବିବାହ କରିବା ପରେ ନିଜର ଏମ୍‌ବିଏ ପୂରଣ କରିଥିଲେ।

appoints chief industry thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026
Latest News

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.