Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

February 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବାବେଳେ ୩୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୫୧୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୬ କୁ ବୃଦ୍ଧି ହୋଇଛି।

ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୯ , ଖୋର୍ଦ୍ଧା ଜିଲ୍ଲାରୁ ୮, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୭, କଟକ ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୭, ଯାଜପୁର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୬, ରାୟଗଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା: ଆସନ୍ତାକାଲି କ୍ୱାର୍ଟରଫାଇନାଲରେ ଆଫଗାନିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ

September 27, 2026

ବିରୋଧୀଙ୍କ ପ୍ରବଳ ବିରୋଧ ପରେ ପଛକୁ ହଟିଲେ ବିଜୟ ସରକାର!: ପ୍ରତ୍ୟାହାର କଲେ ଏହି ନିଷ୍ପତ୍ତି

September 27, 2026

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026
Latest News

ଏସୀୟ କ୍ରୀଡ଼ା: ଆସନ୍ତାକାଲି କ୍ୱାର୍ଟରଫାଇନାଲରେ ଆଫଗାନିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ

September 27, 2026

ପିଣ୍ଡଦାନର ପରମ କ୍ଷେତ୍ର ‘ପାଦଗୟା’, ପିତୃପକ୍ଷରେ ବୃକ୍ଷରୋପଣ ଓ ଦାନ-ପୁଣ୍ୟର ମାହାତ୍ମ୍ୟ

September 27, 2026

ବିରୋଧୀଙ୍କ ପ୍ରବଳ ବିରୋଧ ପରେ ପଛକୁ ହଟିଲେ ବିଜୟ ସରକାର!: ପ୍ରତ୍ୟାହାର କଲେ ଏହି ନିଷ୍ପତ୍ତି

September 27, 2026

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.