Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ଦ୍ଵିତୀୟ ପର୍ଯ୍ୟାୟ ଟିକାକରଣ: ଜାଣନ୍ତୁ କେଉଁମାନେ ଏବଂ କେମିତି ନେବେ ଟିକା
ଆଜିର ଖବର

ଆସନ୍ତାକାଲିଠାରୁ ଦ୍ଵିତୀୟ ପର୍ଯ୍ୟାୟ ଟିକାକରଣ: ଜାଣନ୍ତୁ କେଉଁମାନେ ଏବଂ କେମିତି ନେବେ ଟିକା

February 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଦ୍ଵିତୀୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟ କର୍ମୀ ଏବଂ ସମ୍ମୁଖ କର୍ମୀମାନେ ଟିକା ନେଇଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ୬୦ ବର୍ଷରୁ ଉର୍ଦ୍ଧ୍ଵ ଏବଂ ବହୁବିଦ୍ଧ ରୋଗରେ ଆକ୍ରାନ୍ତ ଥିବା ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିମାନଙ୍କୁ ଟିକା ଦିଆଯିବ। କରୋନା ଟିକା ଉଭୟ ସରକାରୀ ଏବଂ ଘରୋଇ ହସ୍ପିଟାଲରେ ମିଳିବ। ସରକାରୀ ହସ୍ପିଟାଲରେ ମାଗାଣରେ ଟିକା ମିଳିବାକୁ ଥିବା ବେଳେ ଘରୋଇ ହସ୍ପିଟାଲରେ ଟିକାର ମୂଲ୍ୟ ୨୫୦ ଟଙ୍କା ରଖାଯାଇଛି।

କୋ-ୱିନ ପୋର୍ଟାଲ ମାଧ୍ୟମରେ ପଞ୍ଜୀକରଣ କରି ଏହି ଟିକାକରଣରେ ଲୋକେ ସାମିଲ ହୋଇପାରିବେ। ଯେଉଁମାନେ ପଞ୍ଜୀକରଣ କରିନାହାନ୍ତି ସେମାନେ ଅନସାଇଟ ପଞ୍ଜୀକରଣ କରିପାରିବେ। ସେଥିପାଇଁ ୬୦ ବର୍ଷରୁ ଉର୍ଦ୍ଧ୍ଵ ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ଦେଖାଇବାକୁ ପଡିବ। ବହୁବିଦ୍ଧ ରୋଗରେ ଆକ୍ରନ୍ତ ଥିବା ୪୫ ବର୍ଷରୁ ଉର୍ଦ୍ଧ୍ଵ ଏବଂ ୫୯ ବର୍ଷରରୁ କମ ବୟସ୍କ ମାନଙ୍କୁ ଡାକ୍ତରୀ ସାର୍ଟିଫିକେଟ ଦେଖାଇବା ଆବଶ୍ୟକ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଧେଶକ ଏନେଇ ସୂଚନା ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳର ଆଲୋଚନା: ପ୍ରାକୃତିକ ସମ୍ପଦ ଓ ଜୀବିକା ସଶକ୍ତୀକରଣ ଉପରେ ଗୁରୁତ୍ୱ

September 18, 2026

ଆଗାମୀ ନିର୍ବାଚନ ପାଇଁ ଆସନ ସଂରକ୍ଷଣ ନିମନ୍ତେ ସଂଶୋଧିତ କାର୍ଯ୍ୟସୂଚୀ ଜାରି

September 18, 2026

ଗଞ୍ଜାମରେ CSR ରାଶିର ସୁବ୍ୟବହାର ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରସ୍ତାବ

September 18, 2026

ଦକ୍ଷତା ବିକାଶର ମଡେଲ ଭାବେ ‘ବିଶ୍ୱ ଦକ୍ଷତା କେନ୍ଦ୍ର’କୁ ନୀତି ଆୟୋଗର ପ୍ରଶଂସା

September 18, 2026
Latest News

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳର ଆଲୋଚନା: ପ୍ରାକୃତିକ ସମ୍ପଦ ଓ ଜୀବିକା ସଶକ୍ତୀକରଣ ଉପରେ ଗୁରୁତ୍ୱ

September 18, 2026

ଆଗାମୀ ନିର୍ବାଚନ ପାଇଁ ଆସନ ସଂରକ୍ଷଣ ନିମନ୍ତେ ସଂଶୋଧିତ କାର୍ଯ୍ୟସୂଚୀ ଜାରି

September 18, 2026

ଗଞ୍ଜାମରେ CSR ରାଶିର ସୁବ୍ୟବହାର ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରସ୍ତାବ

September 18, 2026

ଦକ୍ଷତା ବିକାଶର ମଡେଲ ଭାବେ ‘ବିଶ୍ୱ ଦକ୍ଷତା କେନ୍ଦ୍ର’କୁ ନୀତି ଆୟୋଗର ପ୍ରଶଂସା

September 18, 2026

ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନା ହେଲେ ବିଏସଏଫ୍‌ ଆଇଜି

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.