ବଲାଙ୍ଗିର: ବଲାଙ୍ଗିର ରେଳଷ୍ଟେସନ ନିକଟ ଏକ ବରଗଛରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି। ଆଜି ସକାଳେ ସ୍ଥାନୀୟ ଲୋକେ ଏହା ଦେଖି ଷ୍ଟେସନ କର୍ତୃପକ୍ଷ ଓ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି। ଝୁଲନ୍ତା ମୃତଦେହ
ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀDecember 18, 2025