Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର
ଆଜିର ଖବର

ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

February 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରଛନ୍ତି। ସେ କହିଛନ୍ତି ଯେ ବିଜୁବାବୁ କେବଳ ଜଣେ ରାଜନେତା ନଥିଲେ, ସେ ଜଣେ ଷ୍ଟେଟ୍‌ସମ୍ୟାନ। ଦେଶର ସ୍ୱାଧୀନତା ପାଇଁ ତାଙ୍କର ଅତୁଳନୀୟ ଅବଦାନ ଅଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବିଜୁବାବୁଙ୍କ କାମ କୌଣସି ପିଢ଼ି ଭୁଲି ପାରିବେ ନାହିଁ। ଭାରତରତ୍ନ ପାଇବା ପାଇଁ ସେ ଯୋଗ୍ୟ। ତେଣୁ ବିଜୁ ପଟ୍ଟନାୟକଙ୍କୁ ଭାରତରତ୍ନ ପ୍ରଦାନ ପାଇଁ ପ୍ରତ୍ୟେକ ଓଡ଼ିଆଙ୍କ ପକ୍ଷରୁ ଦାବି କରୁଛି ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି।

ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଜୁ ପଟ୍ଟନାୟକ ଭାରତ ରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026

ରେଳଯାତ୍ରୀଙ୍କ ଚୋରି ଅଳଙ୍କାର ଉଦ୍ଧାର: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

July 9, 2026

ଆପଣଙ୍କୁ କେବଳ ଭଏସ୍ ପ୍ଲାନ୍ ଆବଶ୍ୟକ କି?: ଜାଣନ୍ତୁ ସର୍ବୋତ୍ତମ ଯୋଜନା

July 9, 2026

ଆଜି ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

July 9, 2026
Latest News

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026

ରେଳଯାତ୍ରୀଙ୍କ ଚୋରି ଅଳଙ୍କାର ଉଦ୍ଧାର: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

July 9, 2026

ଆପଣଙ୍କୁ କେବଳ ଭଏସ୍ ପ୍ଲାନ୍ ଆବଶ୍ୟକ କି?: ଜାଣନ୍ତୁ ସର୍ବୋତ୍ତମ ଯୋଜନା

July 9, 2026

ଆଜି ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

July 9, 2026

ଜୁଲାଇ ୧୧ ରୁ ସୋଆରେ ଅନୁଷ୍ଠିତ ହେବ ଆଇଏନଏଆଇର ‘ଟେକ୍ନୋଲୋଜି କନ୍‌କ୍ଲେଭ-୨୦୨୬’

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.