Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଟୀକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମସ୍ତେ ଏଥିରେ ସାମିଲ ହେବାକୁ ଦେଲେ ଆହ୍ବାନ
ଆଜିର ଖବର

କରୋନା ଟୀକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମସ୍ତେ ଏଥିରେ ସାମିଲ ହେବାକୁ ଦେଲେ ଆହ୍ବାନ

March 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କରୋନା ଟୀକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମସ୍ତେ ଏଥିରେ ସାମିଲ ହେବାକୁ ଦେଲେ ଆହ୍ବାନ

ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଟୀକା ଗ୍ରହଣ କରିଛନ୍ତି। ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ସେ ଏହି ଟୀକା ଗ୍ରହଣ କରିଛନ୍ତି। ଟୀକା ନେବା ପରେ ମୁଖ୍ୟମନ୍ତ୍ରୀ ସମସ୍ତ ସ୍ବାସ୍ଥ୍ୟ କର୍ମିଙ୍କୁ ଧନ୍ୟବାଦ ଦେଇଛନ୍ତି। ଏଥିସହିତ ଟୀକା ବାହାର କରିଥିବା ବିଶେଷଜ୍ଞଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି। ଏହି ଟୀକାକରଣ କାର୍ଯ୍ୟରେ ସମସ୍ତେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

ଆଜି 60 ବର୍ଷରୁ ଉର୍ଦ୍ଧ ବ୍ୟକ୍ତିମାନଙ୍କୁ ଟୀକାକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିରେ ପ୍ରଥମେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୀକା ଗ୍ରହଣ କରିଥିଲେ। ଏହି ଟୀକାକରଣ ଓଡିଶାରେ ଉଭୟ ସରକାରୀ ଏବଂ ବେସରକାରୀ ଚିକିତ୍ସାଳୟରେ ପ୍ରଦାନ କରାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଶେଷାଧିକାର ଭଙ୍ଗ ନୋଟିସ୍

July 30, 2026

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026
Latest News

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଶେଷାଧିକାର ଭଙ୍ଗ ନୋଟିସ୍

July 30, 2026

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ

July 30, 2026

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ବାଙ୍କିପୁର ଉପନିର୍ବାଚନ: ବିଜେପି ନା ପ୍ରଶାନ୍ତ କିଶୋର?, ଆଶ୍ଚର୍ଯ୍ୟ କଲା ସର୍ଭେ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.