Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏପ୍ରିଲ ୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ
ଆଜିର ଖବର

ଏପ୍ରିଲ ୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ

April 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
council higher secondary exam paper marking starts from april
council higher secondary exam paper marking starts from april

ଚଳିତ ବର୍ଷ ମାର୍ଚ୍ଚ ୭ତାରିଖରେ ଆରମ୍ଭ ହୋଇଥିବା ଯୁକ୍ତ ଦୁଇ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୮ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଦୁଇଟି ପର୍ଯ୍ୟାୟରେ ଏହି  ଖାତାଦେଖା ହେବ। ମୂଲ୍ୟାୟନ ପାଇଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୮ରୁ ଆରମ୍ଭ ହୋଇ ଏପ୍ରିଲ ୨୩ରେ ଶେଷ ହେଉଥିବା ବେଳେ ଏପ୍ରିଲ ୨୩ରୁ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଆରମ୍ଭ ହେବ।  ଚଳିତ ଥର ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ପାଇଁ ୫୮ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ୩୬ଟି କେନ୍ଦ୍ରରେ ଅନଲାଇନରେ ମୂଲ୍ୟାୟନ ହେବ। ରାଜ୍ୟରେ ୩,୬୫,୮୨୬ ଜଣ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଯୁକ୍ତ ଦୁଇ ପରୀକ୍ଷାର୍ଥି ପରୀକ୍ଷା ଦେଇଛନ୍ତି। ସିଏଚଏସସି ପରୀକ୍ଷା ନିୟନ୍ତ୍ରକ ଏନେଇ ସୂଚନା ଦେଇଛନ୍ତି।

chse thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026
Latest News

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.