Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୮ରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ମିଳିବ ଟିକା: ଡିପିଆରଓ
ଆଜିର ଖବର

ଆସନ୍ତା ୮ରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ମିଳିବ ଟିକା: ଡିପିଆରଓ

March 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବରିଷ୍ଠ ନାଗରିକମାନଙ୍କର କରୋନା ଟିକାକରଣ ଆଜିଠାରୁ ଆରମ୍ଭ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ସଦର ମହକୁମା ଚିକିତ୍ସାଳୟରେ କରୋନା ଟିକାକରଣ କାର୍ଯ୍ୟକ୍ରମକୁ ଆଜି ଜିଲ୍ଲାପାଳ ସନତ କୁମାର ମହାନ୍ତି ଶୁଭାରମ୍ଭ କରିଛନ୍ତି। ଆଜି ଜିଲ୍ଲା ଚିକିତ୍ସାଳୟରେ ୬୦ ଜଣଙ୍କୁ ଟିକା ଦିଆଯାଇଛି।

ତେବେ ଆସନ୍ତା ୮ ତାରିଖରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବରିଷ୍ଠ ନାଗରିକମାନଙ୍କୁ କରୋନା ଟିକା ଦିଆଯିବ। ଏହାବ୍ୟତୀତ ୪୫ ବର୍ଷରୁ ୬୦ ବର୍ଷ ପର୍ଯ୍ୟନ୍ତ ଯେଉଁମାନେ ରୋଗାକ୍ରାନ୍ତ ଅଛନ୍ତି, ସେମାନେ ଡାକ୍ତରୀ ପ୍ରମାଣପତ୍ର ଦେଖାଇ ନାମ ପଞ୍ଜୀକରଣ କରିବା ସହ ଟିକା ନେଇପାରିବେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମାନସ ବିଶ୍ଵାଳ ଏନେଇ ସୂଚନା ଦେଇଛନ୍ତି।

ଆଜିର ଟିକାକରଣ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ସ୍ୱାସ୍ଥ୍ୟ ଅଧିକାରୀ ଡା. ଜୀବନ୍ତ କୁମାର ଆଚାର୍ଯ୍ୟ, ଡା. ପ୍ରଶାନ୍ତ କୁମାର ଦାଶ, ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ଜଟଣୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଜଣ ବରିଷ୍ଠ ନାଗରିକଙ୍କୁ ଟିକା ଦିଆଯାଇଛି। ଏହା ସହିତ ରୋଗାଗ୍ରସ୍ତ ଥିବା ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କୁ ମଧ୍ୟ ଟିକା ଦିଆଯାଇଛି।

କରୋନା ଟିକାକରଣ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଜିଲ୍ଲାପାଳ ସନତ କୁମାର ମହାନ୍ତି ବରିଷ୍ଠ ନାଗରିକ ଶୁଭାରମ୍ଭ
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026
Latest News

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.