Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୬ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୬ ଜଣ କରୋନା ଆକ୍ରାନ୍ତ

March 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୭, ଭଦ୍ରକରୁ ୬, ମୟୂରଭଞ୍ଜରୁ ୫, ନୂଆପଡ଼ାରୁ ୫, କଟକରୁ ୪, ଦେବଗଡ଼ରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଅନୁଗୁଳରୁ ୩, ବରଗଡରୁ ୨, ସମ୍ବଲପୁରରୁ ୨, ବଲାଙ୍ଗୀରିରୁ ୧, ଗଜପତିରୁ ୧, ଗଞ୍ଜାମରୁ ୧, ନୟାଗଡରୁ ୧, ପୁରୀରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି ହୋଇଛି। ତେବେ ୬୬୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.