Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଜିଂ ଫିଲ୍ମ ଫେଷ୍ଟିଭାଲ୍‌ରେ ପ୍ରଦର୍ଶିତ ହେବ ‘ଜିରୋ’
ଆଜିର ଖବର

ବେଜିଂ ଫିଲ୍ମ ଫେଷ୍ଟିଭାଲ୍‌ରେ ପ୍ରଦର୍ଶିତ ହେବ ‘ଜିରୋ’

April 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
zero movie will be show in bejing film festival
zero movie will be show in bejing film festival

ଶାହାରୁଖ୍‌ ଖାନ୍‌ ଅଭିନୀତ ଜିରୋ ବଲିଉଡ୍‌ ଦର୍ଶକଙ୍କୁ ଆକୃଷ୍‌ଟ କରିବାରେ ବିଫଳ ହୋଇଥିଲେ ମଧ୍ୟ ବେଜିଂ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ୍‌ରେ ପ୍ରଦର୍ଶିତ ହେବାକୁ ଯାଉଛି। ଏହି ଫିଲ୍ମ ପାଇଁ ଜବ ତକ ହେ ଜାନ୍‌ର ଲୋକପ୍ରିୟ ଯୋଡି ଶାହାରୁଖ-ଅନୁଷ୍କା ଏବଂ କ୍ୟାଟ୍ରିନା ଏକତ୍ର ଆସିଥିଲେ ଏବଂ ଫିଲ୍ମଟିର କାହାଣୀ ଭିନ୍ନସ୍ବାଦର ହୋଇଥିଲେ ମଧ୍କୟ ଦର୍ଶକଙ୍କୁ ଆକୃଷ୍ଟ କରିବାରେ ବିଫଳ ହୋଇଥିଲା। ଆନନ୍ଦ ଏଲ୍‌ ରାଇଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଜଣେ ବାମନ ବ୍ୟକ୍ତିର କାହାଣୀ ଉପରେ ଥିଲା। ଫିଲ୍ମରେ ଅନୁଷ୍କା ଜଣେ ବୈଜ୍ଞାନିକ ଏବଂ କ୍ୟାଟ୍ରିନା ବଲିଉଡ୍‌ ଅଭିନେତ୍ରୀର ଭୂମିକାରେ ନଜର ଆସିଥିଲେ। ଏହି ଫିଲ୍ମରେ ଭିଏଫଏକ୍ସର ବଢିଆ ଉପଯୋଗ ହୋଇଥିବା ସତ୍ତ୍ବେ ଏହା ବକ୍ସଅଫିସ୍‌ରେ ଭଲ ପ୍ରଦଶର୍ନ କରିନଥିଲା ମାତ୍ର ଆସନ୍ତା ଏପ୍ରିଲ୍‌ ୧୩ ରୁ ୨୦ ପର୍ଯ୍ୟନ୍ତଏହା ବେଜିଂ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ ହେବ । ଏହା ଭାରତୀୟ ସିନେମା ପାଇଁ ଏକ ମାଇଲଖୁଣ୍ଟ ହୋଇଥିବା ବେଳେ ସମଗ୍ର ବିଶ୍ବରେ ବଲିଉଡ୍‌ର ବର୍ଦ୍ଧିତ ଲୋକପ୍ରିୟତାର ସୂଚନା ବୋଲି ଆନନ୍ଦ ଏଲ୍‌ ରାଇ କହିଛନ୍ତି ।

the samiskya zero
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.