Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍କଟ ପୀଡ଼ିତଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା ହେଲା ସମାଜମଙ୍ଗଳ ହୁଣ୍ଡି
ଆଜିର ଖବର

କର୍କଟ ପୀଡ଼ିତଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା ହେଲା ସମାଜମଙ୍ଗଳ ହୁଣ୍ଡି

March 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୃଷ୍ଣଶରଣପୁର/ପଟିଆ: ସମାଜରେ ଅସହାୟ କର୍କଟ ପୀଡିତ/ପୀଡ଼ିତାମାନଙ୍କ ଉଦ୍ଦେଶ୍ୟରେ ରାଜ୍ୟରେ ପ୍ରତିଷ୍ଠା କରାଯାଇଥିବା ସମାଜମଙ୍ଗଳ ହୁଣ୍ଡି ମୋହିତ ଫାଉଣ୍ଡେସନ ଭୁବନେଶ୍ୱର ଆନୁକୁଲ୍ୟରେ କୃଷ୍ଣଶରଣପୁର ମାର୍କେଟ କମ୍ପେ୍ଲକ୍ସ, ପଟିଆ, ଭୁବନେଶ୍ୱରଠାରେ ପ୍ରତିଷ୍ଠା କରାଯାଇଛି।

ଓଡ଼ିଶା ସମାଜସେବୀ ମହାସଂଘର ରାଜ୍ୟ ସଭାପତି ତଥା ସମାଜମଙ୍ଗଳ ହୁଣ୍ଡିର ପ୍ରତିଷ୍ଠାତା ବାପୁ ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସମାଜସେବୀକା ଲିପିକା ରାୟ, ଯୁବ ସମାଜସେବୀ ରଞ୍ଜନ କୁମାର ବେହେରା, ଦୀପକ କୁମାର ବାରିକ, ରୋହିତ କୁମାର ନାୟକ, ସମାଜସେବୀ ଭୁବନ ମୋହନ ଦାସ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୋହିତ ଫାଉଣ୍ଡେସନର ମୁଖ୍ୟ ଉପଦେଷ୍ଟା ବିଜୟ କୁମାର ମଲ୍ଲିକ, ଉପସଭାପତି ସୁରେନ୍ଦ୍ର ସାହୁ, ଅଗ୍ରଣୀ ସଭ୍ୟ ନିହାର ରଞ୍ଜନ ଦାଶ ଓ କୁନିଝିଅ ଶୁଭଶ୍ରୀ ପ୍ରିୟଦର୍ଶିନୀ ପ୍ରମୁଖ ଯୋଗଦେଇ ସହଯୋଗ କରିଥିଲେ। ଏହି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ମୋହିତ ଫାଉଣ୍ଡେସନର ଅଧ୍ୟକ୍ଷ ସୀମାଞ୍ଚଳ ପତ୍ରି ପରିଚାଳନା କରିଥିଲେ।

ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026

ଅନିଲ ଅମ୍ବାନୀଙ୍କୁ ସରକାରୀ ଝଟକା: ପ୍ରତ୍ୟାହାର ହେଲା ରିଲାଏନ୍ସ କମ୍ୟୁନିକେସନ୍ସର ସ୍ପେକ୍ଟ୍ରମ୍

October 7, 2026

ମିଥୁନ ଚକ୍ରବର୍ତ୍ତୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ: ମିଳିଲା କ୍ୟାବିନେଟ ମନ୍ତ୍ରୀର ମାନ୍ୟତା

October 7, 2026
Latest News

ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

October 7, 2026

ଏସ୍‌ସିବିସିଙ୍କ ପାଇଁ କମିଶନ ଗଠନ

October 7, 2026

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.